Odisha Link
Bridging the Missing Links in Odisha

ଶ୍ରୀଜଗନ୍ନାଥ ମହାବିଦ୍ୟାଳୟରେ ଯୁବ ଓଡ଼ିଶା କାର୍ଯ୍ୟକ୍ରମ: ଛାତ୍ରଛାତ୍ରୀଙ୍କୁ ସମ୍ବୋଧନ କଲେ ନିମନ୍ତ୍ରିତ ଅତିଥି

ଓଏଲ୍‌ ବ୍ୟୁରୋ: ଶ୍ରୀ ଜଗନ୍ନାଥ ମହାବିଦ୍ୟାଳୟରେ ଯୁବ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଏହି କାର୍ଯ୍ୟକ୍ରମରେ ବାଲିକୁଦା-ଏରସମା ବିଧାୟକ ତଥା ଜଗତସିଂହପୁର ଜିଲ୍ଲା ଯୋଜନା ବୋର୍ଡ ଅଧକ୍ଷ ରଘୁନନ୍ଦନ ଦାସ, ସାଂସଦ ଡ଼ଃ ରାଜଶ୍ରୀ ମଲ୍ଲିକ, ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗର ଉପଦେଷ୍ଟା ଶିଶିର ପରିଜା ଯୋଗଦେଇଥିଲେ। ନିମନ୍ତ୍ରିତ ଅତିଥି ମାନେ ଛାତ୍ରଛାତ୍ରୀଙ୍କ ସଫଳ ଭବିଷ୍ୟତ ଦିଗରେ ଉପଦେଶ ଦେଇଥିଲେ। ପାଠପଢା ସହ ଖେଳକୁଦରେ ରୁଚି ରଖୁଥିବା ପିଲାମାନଙ୍କ ପାଇଁ ନୂଆ ସୁଯୋଗ ଆସିଥିବା କହିଥିଲେ।

Leave A Reply

Your email address will not be published.