Odisha Link
Bridging the Missing Links in Odisha

ଆସନ୍ତାକାଲି ୩ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ନୀତି। ଏହି ସମୟରେ ପୁରୀ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ପାଇଁ ପୁରୀ ଶ୍ରୀମନ୍ଦିରରେ ୩ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ। ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ସାଧାରଣ ଦର୍ଶନକୁ ବନ୍ଦ ରଖାଯିବ।

Leave A Reply

Your email address will not be published.