୫ ବର୍ଷରେ ସୂଚନା ଓ ଲୋକସମ୍ପର୍କ ବିଭାଗ…
ଓଏଲ୍ ବ୍ୟୁରୋ: ଆଜି ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ଦିନ। ଏହି ଅବସରରେ ମୁକେଶ ମହାଲିଙ୍ଗଙ୍କ ପ୍ରଶ୍ନରେ ବିଭାଗୀୟ ମନ୍ତ୍ରୀ ପ୍ରୀତିରଂଜନ ଘଡ଼ାଇ ଉତ୍ତର ରଖିଛନ୍ତି। ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଖାଲି ପଡ଼ିଛି ୯୮ ହଜାର ପଦବୀ। ୪୧ ବିଭାଗରେ ମୋଟ ୯୮ ହଜାର ୩୪୮ ପଦବୀ ଖାଲି ପଡ଼ିଛି।…