Odisha Link
Bridging the Missing Links in Odisha
Daily Archives

February 12, 2024

ରାଷ୍ଟ୍ରୀୟ ନିଯୁକ୍ତି ମେଳା: ୧ ଲକ୍ଷ…

ଓଏଲ୍‌ ବ୍ୟୁରୋ: ଦେଶର ୪୭ ସ୍ଥାନରେ ରାଷ୍ଟ୍ରୀୟ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନସିଂରେ ସାମିଲ ହୋଇ ପ୍ରଥମେ ନିଯୁକ୍ତି ପତ୍ର ପ୍ରଦାନ କରିବା ସହ ନିଯୁକ୍ତି ପାଇଥିବା ଯୁବବର୍ଗଙ୍କୁ ସମ୍ବୋଧିତ କରିଥିଲେ। ରୋଜଗାର ମେଳାରେ ଆଜି ୧ ଲକ୍ଷ ଯୁବବର୍ଗଙ୍କୁ…

ବହୁଚର୍ଚ୍ଚିତ ପାର୍ସଲ ବୋମା ବିସ୍ଫୋରଣ…

ଓଏଲ୍‌ ବ୍ୟୁରୋ: ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାରେ ମୃତ ଇଞ୍ଜିନିୟର ସୌମ୍ୟ ସାହୁଙ୍କ ପତ୍ନୀ ରିମାରାଣୀଙ୍କ ସାକ୍ଷ୍ୟ ଗ୍ରହଣ କରାଯାଇଛି। ପାଟଣାଗଡ଼ ଏଡିଜେ କୋର୍ଟରେ ରିମାରାଣୀଙ୍କ ସାକ୍ଷ୍ୟ ଗ୍ରହଣ ହୋଇଛି। ସୂଚନା ଅନୁସାରେ, ୨୦୧୮ ଫେବୃୟାରୀ ୨୩ରେ ପାଟଣାଗଡ଼ରେ ପାର୍ସଲ ବୋମା…

ପ୍ରେମ ସପ୍ତାହରେ ଠାବ ହେଲା ପ୍ରେମୀ…

ଓଏଲ୍‌ ବ୍ୟୁରୋ: ପ୍ରେମ ସପ୍ତାହ ଚାଲିଥିବାବେଳେ ନବରଙ୍ଗପୁର ଉମରକୋଟ ଥାନା ବୁର୍ଜା ଗାଁରେ ଘଟିଥିବା ଏକ ଅବନୀୟ ଘଟଣା ସାମ୍ନାକୁ ଆସିଛି। ପମ୍ପ ହାଉସରେ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର ହୋଇଛି। ବିବାହ ପାଇଁ ଅନୁମତି ନମିଳିବାରୁ ଆତ୍ମହତ୍ୟା କରିଥିବା ଚର୍ଚା ହେଉଛି। ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ…

ରୂପାନ୍ତରଣରେ ସଜେଇ ହେଉଛି ସାରା ରାଜ୍ୟ;…

ଓଏଲ୍‌ ବ୍ୟୁରୋ: ରୂପାନ୍ତରଣରେ ସଜେଇ ହେଉଛି ସାରା ରାଜ୍ୟ। ଶିକ୍ଷା ହିଁ ଆମ ସମାଜର ସାମୁହିକ ଚିନ୍ତାଧାରକୁ ଉଚ୍ଚସ୍ତରକୁ ନେଇଥାଏ। ଗୁଣାତ୍ମକ ଶିକ୍ଷାଦାନ ଜରିଆରେ ସୁନିଶ୍ଚିତ ହେଉଛି ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ। ରୂପାନ୍ତରଣର ଚତୁର୍ଥ ପର୍ଯ୍ୟାୟରେ ଯାଜପୁର ଜିଲ୍ଲାର ଆଉ ୮୭ଟି ରୂପାନ୍ତରିତ…

ଇଣ୍ଡିଆ ବୁକ ଅଫ ରେକର୍ଡରେ ସ୍ଥାନ ପାଇଲେ…

ଓଏଲ୍‌ ବ୍ୟୁରୋ: ଇଣ୍ଡିଆ ବୁକ ଅଫ ରେକର୍ଡରେ ସ୍ଥାନ ପାଇଲା ବାଲୁକା ଶିଳ୍ପୀ ସରିତାଙ୍କ ସ୍ୟାଣ୍ଡ ଆର୍ଟ। ରାଜ୍ୟର ପ୍ରଥମ ମହିଳା ବାଲୁକା ଶିଳ୍ପୀ ଭାବେ ପୁରୀ ଜିଲ୍ଲା କୋଣାର୍କ ଅଞ୍ଚଳର ସରିତା ଗୋଚ୍ଛାୟତ ଏହି ସମ୍ମାନର ଅଧିକାରିଣୀ ହୋଇପାରିଛନ୍ତି। ପିଲାଦିନୁ ବାଲୁକା କଳାକୁ ଏକପ୍ରକାର ନିଶା ଭାବେ ଗ୍ରହଣ…

ଆଜି ୧୨ ଘଣ୍ଟିଆ ଝାରସୁଗୁଡ଼ା ବନ୍ଦ;…

ଓଏଲ୍‌ ବ୍ୟୁରୋ: ଜିଲ୍ଲା ଛାତ୍ର ସାମୁଖ୍ୟ ପକ୍ଷରୁ ଆଜି ୧୨ ଘଣ୍ଟିଆ ଝାରସୁଗୁଡ଼ା ବନ୍ଦ ଡାକରା ଦିଆଯାଇଛି। ବିଭିନ୍ନ କଲେଜକୁ ସରକାରୀ ମାନ୍ୟତା ଦାବି ସହ ଯାନ୍ତ୍ରିକ ସ୍କୁଲକୁ ଯାନ୍ତ୍ରିକ ଡିଗ୍ରୀ କଲେଜ ମାନ୍ୟତା ଦାବିରେ ବନ୍ଦ ଡାକରା ଦିଆଯାଇଛି। ଏହା ସହ କେନ୍ଦ୍ରୀୟ ମହାବିଦ୍ୟାଳୟ ସ୍ଥାପନ, ପିଜି ଓ…

ଧର୍ମଗଡ଼ ଦୁର୍ଘଟଣା: ମୃତକଙ୍କ ପରିବାରକୁ…

ଓଏଲ୍‌ ବ୍ୟୁରୋ: କଳାହାଣ୍ଡି ଧର୍ମଗଡ଼ ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ଖବର ସାମ୍ନାକୁ ଆସିଛି। ତେବେ ଏହି ଘଟଣା ସମ୍ପର୍କରେ ଜାଣିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଦୁଃଖ ପ୍ରକାଶ କରିଛନ୍ତି। ଏହା ସହ ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇ ମୃତ ବ୍ୟକ୍ତିମାନଙ୍କ ନିକଟତମ…

ଆଜି ୫ ଜିଲ୍ଲାରେ ଗଡ଼ିବ ଲକ୍ଷ୍ମୀ ବସ୍;…

ଓଏଲ୍‌ ବ୍ୟୁରୋ: ଆହୁରି ସୁଗମ ହେବ ପରିବହନ ବ୍ୟବସ୍ଥା। ଆଜିଠୁ ଆଉ ୫ ଜିଲ୍ଲାରେ ଗଡ଼ିବ ଲକ୍ଷ୍ମୀ ବସ୍। ବରଗଡ଼, ସୁନ୍ଦରଗଡ଼ ଓ ବଲାଙ୍ଗିର ଜିଲ୍ଲାରେ ଗଡିବ ଲକ୍ଷ୍ମୀ ବସ୍। ଭିସି ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲକ୍ଷ୍ମୀ ବସ ସେବାର ଶୁଭାରମ୍ଭ କରିବେ। ପ୍ରାଥମିକ ପର୍ଯ୍ୟାୟରେ ଗାଁରୁ ବ୍ଲକ୍…

କତାରରୁ ମୁକୁଳିଲେ ୮ ଭାରତୀୟ ନ୍ୟାଭି…

ଓଏଲ୍‌ ବ୍ୟୁରୋ: ଭାରତୀୟ କୂଟନୀତିର ବଡ ବିଜୟ। ଗୁପ୍ତଚର ମାମଲାରେ ଭାରତୀୟ ନୌସେନାର ୮ ଜଣ ପୂର୍ବତନ ଯବାନଙ୍କୁ ମୁକ୍ତ କରିଛି କତାର। ଗୁପ୍ତଚର କାର୍ଯ୍ୟ ମାମଲାରେ ନୌସେନାର ଏହି ୮ ଭେଟେରାନଙ୍କୁ ମୃତ୍ୟୁଦଣ୍ଡ ଦେଇଥିଲା। ଭାରତ ସରକାରଙ୍କ ହସ୍ତକ୍ଷେପ ପରେ ସମସ୍ତଙ୍କୁ ମୁକ୍ତ କରିଛି। ମୁକ୍ତ ୮ ଜଣଙ୍କ…