ଦିଲ୍ଲୀରେ ଭୟଙ୍କର ଅଗ୍ନିକାଣ୍ଡ: ୧୧ ମୃତ
ଓଏଲ୍ ବ୍ୟୁରୋ: ରାଜଧାନୀ ଦିଲ୍ଲୀରେ ଭୟଙ୍କର ଅଗ୍ନିକାଣ୍ଡ ହୋଇଥିବା ଖବର ସାମ୍ନାକୁ ଆସିଛି। ଅଲିପୁର ଦୟାଲ ମାର୍କେଟରେ ଅଗ୍ନିକାଣ୍ଡ ଘଟି ୧୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି।
ସୂଚନା ଅନୁସାରେ, ଗତକାଲି ସନ୍ଧ୍ୟା ୫ଟା ସମୟରେ ଅଲିପୁର ଦୟାଲ ମାର୍କେଟରେ ଅଗ୍ନିକାଣ୍ଡ ଘଟିଥିବା…