Odisha Link
Bridging the Missing Links in Odisha
Daily Archives

February 19, 2024

ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା:…

ଓଏଲ୍‌ ବ୍ୟୁରୋ: ବରିଷ୍ଠ ନାଗରିକଙ୍କୁ ମିଳିବ ଅଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭବ। ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅଧୀନରେ ଆଜମେର୍-ପୁଷ୍କର ଅଭିମୁଖେ ସ୍ୱତନ୍ତ୍ର ଟ୍ରେନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟର ବରିଷ୍ଠ ଲୋକମାନଙ୍କୁ ଦେଶର ବିଭିନ୍ନ ତୀର୍ଥସ୍ଥାନ ଭ୍ରମଣ ପାଇଁ…

ବଦଳିଲା ଆଞ୍ଚଳିକ ପାସପୋର୍ଟ କାର୍ଯ୍ୟାଳୟ…

ଓଏଲ୍‌ ବ୍ୟୁରୋ: ଆଜିଠାରୁ ଭୁବନେଶ୍ୱରର ପାସପୋର୍ଟ ସେବା କେନ୍ଦ୍ରକୁ ନୂଆ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ଭୁବନେଶ୍ବର ରସୁଲଗଡ଼ସ୍ଥିତ ଓଡ଼ିଶା ବିଜନେସ୍ ସେଣ୍ଟର କୋଠାରେ ଥିବା ପ୍ଲଟ୍ ନଂ ୩୦,୩୧/୯୮୨ରେ ପାସପୋର୍ଟ ସେବା କେନ୍ଦ୍ରର ନୂତନ କାର୍ଯ୍ୟାଳୟ କାର୍ଯ୍ୟକ୍ଷମ ହେବ। ଆଞ୍ଚଳିକ ପାସପୋର୍ଟ…

ପରିବହନ ବ୍ୟବସ୍ଥାରେ ସୁଦୃଢ଼ତା; ଆଜି ଆଉ…

ଓଏଲ୍‌ ବ୍ୟୁରୋ: ଆହୁରି ସୁଗମ ହେବ ପରିବହନ ବ୍ୟବସ୍ଥା। ଆଜି ଆଉ ୫ଟି ଜିଲ୍ଲାରେ ଗଡ଼ିବ ଲକ୍ଷ୍ମୀ ବସ୍। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିବେ। କଟକ, ସମ୍ବଲପୁର, ଝାରସୁଗୁଡା, କନ୍ଧମାଳ, ସୋନପୁର ଗ୍ରାମାଞ୍ଚଳବାସୀଙ୍କୁ ଉନ୍ନତ ଗମନାଗମନ ସେବା ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଲକ୍ଷ୍ମୀ…

ରାଜ୍ୟରେ କଲବଲ କରୁଛି ଘନ କୁହୁଡ଼ି; ଜୀବନ…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଘନ କୁହୁଡିର ପରିମାଣ ବୃଦ୍ଧି ପାଇବାରେ ଲାଗିଛି। କିଛି ଅଂଚଳରେ ସକାଳୁ ସକାଳୁ ଘରୁ ବାହାରିବା ହୋଇପଡ଼ୁଥିଲା ମୁସ୍କିଲ। ଆଜି ସକାଳେ ରାଜ୍ୟର ବିଭିନ୍ନ ସ୍ଥାନରେ ଘନକୁହୁଡିର ଆସ୍ତରଣ ଦେଖିବାକୁ ମିଳିଥିଲା। ସକାଳୁ ସକାଳୁ ପ୍ରବଳ ଶୀତ ସହ ଘନକୁହୁଡି ଯୋଗୁ ଜୀବନ ଯାତ୍ରା ପ୍ରଭାବିତ…

ମାତିଛନ୍ତି ଦୁର୍ବୃତ୍ତ; ଭୈରବୀ ମନ୍ଦିରରୁ…

ଓଏଲ୍‌ ବ୍ୟୁରୋ: କାୟା ବିସ୍ତାର କଲେଣି ଲୁଟେରା ଗ୍ୟାଙ୍ଗ। ବର୍ତମାନ ଲୁଟେରା ମାନେ ବିଭିନ୍ନ ଉପାୟରେ ଠକେଇ କରିବାରେ ଲାଗିଛନ୍ତି। କେତେବେଳେ ଅନଲାଇନ ଲୁଟିଲେଣି ତ କେତେବେଳେ ରାସ୍ତା କଡ଼ରୁ, ଏଭଳି ଘଟଣା ଅନେକ ସମୟରେ ସାମ୍ନାକୁ ଆସୁଛି। ଏଥିରେ ଶିକାର ହେଉଥିବା ଅନେକ ବ୍ୟକ୍ତି ଥାନାରେ ମଧ୍ୟ ଏତଲା…

ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା…

ଓଏଲ୍‌ ବ୍ୟୁରୋ: କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ ଦିଆଯାଇଥିବା ଖବର ଏବେ ଚହଳ ସୃଷ୍ଟି କରିଛି। ୧୫ ଦିନ ମଧ୍ୟରେ ସାଲୁଜାଙ୍କୁ ହତ୍ୟା ନେଇ ପୋଷ୍ଟରରେ ଉଲ୍ଲେଖ ରହିଛି। ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ସହରରେ ବିଧାୟକଙ୍କୁ ହତ୍ୟା ଧମକ ନେଇ ବିଭିନ୍ନ ସ୍ଥାନରେ ପୋଷ୍ଟର ଲାଗିଛି।…

କାଲିଠୁ ୧୦ମ ବୋର୍ଡ ପରୀକ୍ଷା; ଏଥର…

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲିଠୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଫେବ୍ରୁଆରୀ ୨୦ରୁ ଆରମ୍ଭ ମାର୍ଚ୍ଚ ୪ରେ ଶେଷ ହେବ। ତେବେ ଏଥର ମାଟ୍ରିକ ପରୀକ୍ଷା ପାଇଁ ସୁରକ୍ଷା ବ୍ୟବସ୍ତା କରାଯାଇଛି। ଚଳିତବର୍ଷ ପରିକ୍ଷାରେ କପି ରୋକିବାକୁ ଅଭିନବ ପ୍ରୟାସ କରାଯିବ। ଏଆଇ ଜଗିବ ୧୦ମ ବୋର୍ଡ ପରୀକ୍ଷା। ଏନେଇ ଗଂଜାମ…