ଚଣ୍ଡିଗଡ଼ ମେୟର ନିର୍ବାଚନ ମାମଲା: ସୁପ୍ରିମକୋର୍ଟ ଦେଲେ ବଡ଼ ରାୟ

ଓଏଲ୍ ବ୍ୟୁରୋ: ଚଣ୍ଡିଗଡ଼ ମେୟର ନିର୍ବାଚନ ମାମଲାକୁ ନେଇ ଅଭିଯୋଗ ହୋଇଥିଲା। ଏହି ମାମଲାରେ ସୁପ୍ରିମକୋର୍ଟ ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଚଣ୍ଡିଗଡ଼ ମେୟର ନିର୍ବାଚନ ଘଟଣାରେ ପୁଣି ଥରେ ଭୋଟ ଗଣତି କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
୮ ନାକଚ ଭୋଟକୁ ଯୋଗ୍ୟ ଭାବେ ଗଣତି କରାଯିବ ବୋଲି ସୁପ୍ରିମକୋର୍ଟ ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି।