ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା;…
ଓଏଲ୍ ବ୍ୟୁରୋ: ଆଜିଠୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା। ମାଟ୍ରିକ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଦେଉଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି। ପରୀକ୍ଷାରେ ସମସ୍ତ ଛାତ୍ରଛାତ୍ରୀଙ୍କ…