Odisha Link
Bridging the Missing Links in Odisha
Daily Archives

February 21, 2024

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୮ରୁ ଅଧିକ…

ଓଏଲ୍‌ ବ୍ୟୁରୋ: ଯାତ୍ରୀବାହୀ ବସ ସହ ଟ୍ରକ ମୁହାଁମୁହିଁ ଧକ୍କା ହୋଇଥିବା ଖବର ସାମ୍ନାକୁ ଆସିଛି। ବଣାଇ ଟିକାୟତପାଲି ଥାନା ଯାତ୍ରାଖମଣ ନିକଟରେ ଏହି ଦୁର୍ଘଟଣା ଘଟିଛି। ୮ ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଆହତ ଯାତ୍ରୀଙ୍କୁ ରାଉରକେଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

କଟକ ଗସ୍ତରେ ୫-ଟି ଅଧ୍ୟକ୍ଷ; ବାରବାଟୀ…

ଓଏଲ୍‌ ବ୍ୟୁରୋ: ଖେଳ ଏବଂ ଖେଳାଳିଙ୍କୁ ପ୍ରାଧାନ୍ୟ ଦେଉଛନ୍ତି ରାଜ୍ୟସରକାର। ସେଥିପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ଖେଳପଡିଆକୁ ପ୍ରସ୍ତୁତ କରାଗଲାଣି। ସେହିଭଳି ଆଗାମୀ ତିନି ବର୍ଷ ମଧ୍ୟରେ ଐତିହାସିକ ବାରବାଟୀ ଷ୍ଟାଡିୟମକୁ ବିଶ୍ବସ୍ତରୀୟ କ୍ରିକେଟ ଷ୍ଟାଡିୟମର ମାନ୍ୟତା ଦେବା ପାଇଁ ରାଜ୍ୟସରକାର ତତ୍ପରତା…

ଆଜି ବନ୍ଦ ରହିବ କାଳିଆ ଦର୍ଶନ

ଓଏଲ୍‌ ବ୍ୟୁରୋ: ବୁଧବାର ମହାପ୍ରଭୁଙ୍କ ଅନୁଷ୍ଠିତ ହେବ ବନକଲାଗି ନୀତି। ମାଘ ଶୁକ୍ଳ ଦ୍ଵାଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୯ ଟା ପର୍ଯ୍ୟନ୍ତ ୩ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ…