Odisha Link
Bridging the Missing Links in Odisha
Daily Archives

February 27, 2024

ଆସନ୍ତାକାଲି ଓଡ଼ିଶା ଆସିବେ ରାଷ୍ଟ୍ରପତି;…

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ଓଡ଼ିଶା ଆସିବେ ମହାମହିମ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଫେବ୍ରୁଆରି ୨୮ରୁ ମାର୍ଚ୍ଚ ୨ ତାରିଖ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ସମୟରେ ସେ ଭୁବନେଶ୍ୱର ସମେତ ମୟୁରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, କଟକ ଓ ସମ୍ବଲପୁର ଗସ୍ତ କରିବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ…

ସୁକମା ପୁଲିସକୁ ସଫଳତା; ଆତ୍ମସମର୍ପଣ କଲା…

ଓଏଲ୍‌ ବ୍ୟୁରୋ: ସୁକମା ପୁଲିସକୁ ସଫଳତା ମିଳିଛି। ଆତ୍ମସମର୍ପଣ କଲା ନକ୍ସଲ କମାଣ୍ଡର ନାଗେଶ। ଏସପି କିରଣ ଚାଭନଙ୍କ ନିକଟରେ ଆତ୍ମସମର୍ପଣ କରିଛି ନାଗେଶ। ୨୦୧୦ ମସିହାରେ ତାଡମେଟଲା ଆକ୍ରମଣରେ ୭୬ ଜଣ ଯବାନ ସହିଦ ହୋଇଥିଲେ। ଅନ୍ୟପଟେ, ଗତ କିଛିଦିନ ତଳେ କନ୍ଧମାଳ-ବୌଦ୍ଧ ସୀମାନ୍ତରେ ଗୁଳିବନିମୟ ହୋଇଥିଲା।…

ନୂଆ-ଓ ଛାତ୍ରବୃତ୍ତି: ଆଜି ଖୋର୍ଦ୍ଧାରେ…

ଓଏଲ୍‌ ବ୍ୟୁରୋ: ଛାତ୍ରୀଛାତ୍ରୀଙ୍କୁ ରାଜ୍ୟ ସରକାରଙ୍କ ବଡ଼ ଉପହାର। ଯୁକ୍ତ ତିନି ଓ ପିଜି ଛାତ୍ରଛାତ୍ରୀଙ୍କୁ ନୂଆ-ଓ ଛାତ୍ରବୃତ୍ତି ପ୍ରଦାନ କରାଯାଉଛି। ଆଜି ଖୋର୍ଦ୍ଧାରେ ଛାତ୍ରଛାତ୍ରୀଙ୍କୁ ମିଳିବ ଛାତ୍ରବୃତ୍ତି। ପୂର୍ବରୁ ତିନି ଜିଲ୍ଲାର ଛାତ୍ରଛାତ୍ରୀଙ୍କୁ ନୂଆ-ଓ ସ୍କଲାରସିପ ସାର୍ଟିଫିକେଟ ପ୍ରଦାନ…

ଲୋୟର ପିଏମ୍‌ଜିରେ ମତ୍ସ୍ୟଜୀବୀଙ୍କ…

ଓଏଲ୍‌ ବ୍ୟୁରୋ: ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ମତ୍ସ୍ୟଜୀବୀ ସଂଘର ଆନ୍ଦୋଳନ। ୬ ଦଫା ଦାବିରେ ହଜାର ହଜାର ମତ୍ସ୍ୟଜୀବୀ ଆନ୍ଦୋଳନ କରୁଛନ୍ତି। ରାତିରେ ଶତାଧିକ ମତ୍ସ୍ୟଜୀବୀ ବସ୍‌ରେ ପାରାଦୀପ ଅଞ୍ଚଳରୁ ଆସି ପହଞ୍ଚିଛନ୍ତି। ବାଲେଶ୍ୱର, ଭଦ୍ରକ, ପାରଦୀପ ସହ ରାଜ୍ୟର ବିଭିନ୍ନ ସ୍ଥାନରୁ ମତ୍ସ୍ୟଜୀବୀ ଆସି…

ଆହୁରି ସଶକ୍ତ ହେବେ ମହିଳା; ଆଜି ମିଶନ…

ଓଏଲ୍‌ ବ୍ୟୁରୋ: ଆହୁରି ସଶକ୍ତ ହେବେ ମହିଳା। ଏସ୍‌‌ଏଚ୍‌‌ଜିଙ୍କୁ ଏମ୍‌ଏସ୍‌‌ଏମ୍‌‌ଇରେ ପରିଣତ କରି ମହିଳାମାନଙ୍କୁ ରୋଜଗାରକ୍ଷମ କରିବା ରାଜ୍ୟ ସରକାରଙ୍କ ମୁଖ୍ୟ ଲକ୍ଷ୍ୟ। ମହିଳାମା‌ନେ ରୋଜଗାରକ୍ଷମ ହେଲେ ଅନ୍ୟମାନଙ୍କୁ ମଧ୍ୟ ରୋଜଗାର ଦେଇପାରିବେ। ସେମାନେ ଆର୍ଥିକ ଓ ସାମାଜିକ ସ୍ତରରେ କିଭଳି…

ଆଜି ରାଜ୍ୟସଭା ନିର୍ବାଚନ; ୧୫ଟି ଆସନ…

ଓଏଲ୍‌ ବ୍ୟୁରୋ: ଆଜି ରାଜ୍ୟସଭା ନିର୍ବାଚନ। ୫୬ଟି ଆସନରୁ ରାଜ୍ୟସଭା ନିର୍ବାଚନରେ ୪୧ ଜଣ ପ୍ରାର୍ଥୀ ବିନା ପ୍ରତିଦ୍ବନ୍ଦ୍ବିତାରେ ନିର୍ବାଚିତ ହୋଇଛନ୍ତି। କଂଗ୍ରେସର ପୂର୍ବତନ ସଭା‌ପତି ସୋନିଆ ଗାନ୍ଧୀ, ବିଜେପି ସଭାପତି ଜେପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ଏଲ୍ ମୁରୁଗାନ୍‌ଙ୍କ ସମେତ ୪୧…

ବାରବାଟୀ ଷ୍ଟାଡିୟମକୁ ମିଳିବ…

ଓଏଲ୍‌ ବ୍ୟୁରୋ: ଖେଳ ଏବଂ ଖେଳାଳିଙ୍କୁ ପ୍ରାଧାନ୍ୟ ଦେଉଛନ୍ତି ରାଜ୍ୟ ସରକାର। ସେଥିପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ଖେଳପଡିଆକୁ ପ୍ରସ୍ତୁତ କରାଗଲାଣି। ସେହିଭଳି ଆଗାମୀ ତିନି ବର୍ଷ ମଧ୍ୟରେ ଐତିହାସିକ ବାରବାଟୀ ଷ୍ଟାଡିୟମକୁ ବିଶ୍ବସ୍ତରୀୟ କ୍ରିକେଟ ଷ୍ଟାଡିୟମର ମାନ୍ୟତା ଦେବା ପାଇଁ ରାଜ୍ୟସରକାର…