Odisha Link
Bridging the Missing Links in Odisha
Daily Archives

February 29, 2024

ଏଣିକି ହାତ ପାଆନ୍ତାରେ ‘ଆମ ବ୍ୟାଙ୍କ’…

ଓଏଲ୍‌ ବ୍ୟୁରୋ: ଗ୍ରାମାଞ୍ଚଳରେ ବ୍ୟାଙ୍କିଙ୍ଗ ସେବାରେ ଆଣୁଛି ରୂପାନ୍ତରଣ। ଲୋକଙ୍କ ସୁବିଧା ପାଇଁ ମୁଖ୍ୟମନ୍ତ୍ରୀ ୨ୟ ପର୍ଯ୍ୟାୟରେ ୨୦୦୦ ସିଏସପି ପ୍ଲସ ଶାଖାର ଉଦଘାଟନ କରିବାକୁ ଯାଉଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବ୍ୟାଙ୍କ ସୁବିଧା ନ ଥିବା ଅଞ୍ଚଳ ପାଇଁ ଯୁଗାନ୍ତକାରୀ ‘ଆମ ବ୍ୟାଙ୍କ’…

କେନ୍ଦୁଝର ଗସ୍ତରେ ରାଷ୍ଟ୍ରପତି; ଧରଣୀଧର…

ଓଏଲ୍‌ ବ୍ୟୁରୋ: ୪ ଦିନିଆ ଓଡ଼ିଶା ଗସ୍ତରେ ମହାମହିମ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଆଜି ଦ୍ୱିତୀୟ ଦିନ। ଏହି ଅବସରରେ କେନ୍ଦୁଝରରେ ପହଁଞ୍ଚିଛନ୍ତି ରାଷ୍ଟ୍ରପତି। ଧରଣୀଧର ବିଶ୍ଵବିଦ୍ୟାଳୟର ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସାମିଲ ହେବେ। ମୁର୍ମୁଙ୍କ ଗସ୍ତ ପାଇଁ କମିସନରେଟ ପୁଲିସ…

ଲାଞ୍ଚ ନେବା ପଡ଼ିଲା ମହଙ୍ଗା; ବରିଷ୍ଠ…

ଓଏଲ୍‌ ବ୍ୟୁରୋ: ଭିଜିଲାନ୍ସ ପଞ୍ଝାରେ ବରିଷ୍ଠ କିରାଣି। ଏଥର ଭିଜିଲାନ୍ସ ଜାଲରେ ପଡିଛନ୍ତି ଇଏସଆଇ ମେଡିକାଲର ବରିଷ୍ଠ କିରାଣି। ଜେଲ୍ ରୋଡ୍ ଇଏସଆଇ ହସ୍ପିଟାଲ କିରାଣି ଅଭିରାମ ସାହୁ ଧରାପଡ଼ିଲେ। ବିଲ୍ ପାସ୍ ପାଇଁ ୧୦ ହଜାର ଟଙ୍କା ନେବା ବେଳେ ଧରାପଡ଼ିଲେ। ଲାଞ୍ଚ ନେବା ଅଭିଯୋଗରେ ଜେଲ୍ ରୋଡ୍ ଇଏସଆଇ…

ବନ୍ଦ ଘରୁ ମିଳିଲା କନିଷ୍ଠ ଯନ୍ତ୍ରୀଙ୍କ…

ଓଏଲ୍‌ ବ୍ୟୁରୋ: ବୌଦ୍ଧ ଜଳସମ୍ପଦ ବିଭାଗ କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିବା ଘଟଣା ସାମ୍ନାକୁ ଆସିଛି। କନିଷ୍ଠ ଯନ୍ତ୍ରୀ ପ୍ରଦୀପ କୁମାର ଘୋଷଙ୍କ ମୃତଦେହ ତାଙ୍କ ସରକାରୀ କ୍ୱାର୍ଟରରୁ ଉଦ୍ଧାର ହୋଇଛି। ତେବେ ହତ୍ୟାର କାରଣ ଏବେବି ଅସ୍ପଷ୍ଟ ରହିଛି। ଏଯାଏଁ ମୃତ୍ୟୁର କାରଣ ସ୍ପଷ୍ଟ…

ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ;…

ଓଏଲ୍‌ ବ୍ୟୁରୋ: ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହେବ। ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ।ଏହି ବୈଠକରେ ଲେଜର ସ୍କାନିଂ ରିପୋର୍ଟ ଉପସ୍ଥାପିତ ହେବ। ରତ୍ନଭଣ୍ଡାର ବାହାର କାନ୍ଥ ଓ ଚୂଳର ସ୍କାନିଂ ହୋଇଛି। କମିଟିରେ ରିପୋର୍ଟ ତର୍ଜମା ହେବ। ଏହା ପରେ ପଦକ୍ଷେପ ନିଆଯିବ।…

ଆଜି ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ…

ଓଏଲ୍‌ ବ୍ୟୁରୋ: ୪ ଦିନିଆ ଓଡ଼ିଶା ଗସ୍ତରେ ମହାମହିମ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ସମୟରେ ଭୁବନେଶ୍ୱର ସମେତ ମୟୁରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, କଟକ ଓ ସମ୍ବଲପୁର ଗସ୍ତ କରିବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ପାଇଁ କମିସନରେଟ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।…