ସ୍ବାସ୍ଥ୍ୟ ସେବାରେ ନୂଆ ଅଧ୍ୟାୟ; ୧୫…
ଓଏଲ୍ ବ୍ୟୁରୋ: ରାଜ୍ୟବାସୀଙ୍କୁ ମିଳିବ ଉତ୍ତମ ସ୍ବାସ୍ଥ୍ୟ ସେବା। ହସ୍ପିଟାଲକୁ ଆସୁଥିବା ରୋଗୀଙ୍କ ପରିଜନଙ୍କୁ ଆଉ ହଇରାଣ ହେବାକୁ ପଡ଼ିବ ନାହିଁ। ସେମାନଙ୍କ ପାଇଁ ଡାକ୍ତରଖାନାରେ ରହଣି ବ୍ୟବସ୍ଥା ହେବ। ଏଥିପାଇଁ ରାଜ୍ୟ ସରକାର ‘ଆମ ହସ୍ପିଟାଲ’ ନାମରେ ଏକ ନୂତନ ଯୋଜନା ଆଣିଛନ୍ତି। ଆମ ହସ୍ପିଟାଲ…