Odisha Link
Bridging the Missing Links in Odisha

କଂଗ୍ରେସକୁ ଆଉ ଏକ ଝଟକା; ହାତ ଛାଡ଼ିଲେ ପିସିସି ଉପସଭାପତି

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଏସବୁ ମଧ୍ୟରେ ଓଡ଼ିଶା ରାଜନୀତି ମଧ୍ୟ ଉଷ୍ମ ହେବାରେ ଲାଗିଛି। ବିଜୁ ଜନତା ଦଳର ମାଷ୍ଟର ପ୍ଲାନ ଦେଖି ବିଜେପି ଶିବିର ମଧ୍ୟ ତତ୍ପରତା ଦେଖାଇଛି। ଏସବୁ ଭିତରେ କଂଗ୍ରେସକୁ ଆଉ ଏକ ଝଟକା ଲାଗିଛି। ପିସିସି ଉପସଭାପତି ରଜତ ଚୌଧୁରୀ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ଦଳୀୟ କାର୍ଯ୍ୟରେ ଅସନ୍ତୁଷ୍ଟ ହୋଇ କଂଗ୍ରେସ ଛାଡିଥିବା ଚର୍ଚ୍ଚା ହେଉଛି।

Leave A Reply

Your email address will not be published.