ବିଜେପିର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ…
ଓଏଲ୍ ବ୍ୟୁରୋ: ୨୦୨୪ ଲୋକସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ଆଜି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ପ୍ରଥମ ପର୍ଯ୍ୟାୟରେ ବିଜେପି ୧୯୫ ଜଣ ପ୍ରାର୍ଥୀଙ୍କ ନାମ ରହିଛି। ଯେଉଁଥିରେ ୩୪ ଜଣ କେନ୍ଦ୍ରମନ୍ତ୍ରୀ, ୫୦- ବର୍ଷରୁ କମ ୪୭ ଜଣ ଅଛନ୍ତି ଯୁବବର୍ଗର ପ୍ରାର୍ଥୀ ରହିଛନ୍ତି ।…