Odisha Link
Bridging the Missing Links in Odisha
Daily Archives

March 12, 2024

ଦେଶରେ ଲାଗୁ ହେଲା ସିଏଏ; ଜାଣନ୍ତୁ କ’ଣ…

ଓଏଲ୍‌ ବ୍ୟୁରୋ: ସାରା ଦେଶରେ ଏବେ ନିର୍ବାଚନର ମାହୋଲ। ଲୋକସଭା ନିର୍ବାଚନକୁ ଅଳ୍ପ ସମୟ ଥିବା ବେଳେ ପଲ୍ଲୀରୁ ଦିଲ୍ଲୀ ରାଜନୀତି ଏବେ ସରଗରମ। ଏସବୁ ମଧ୍ୟରେ ଦୀର୍ଘ ୪ ବର୍ଷ ତଳୁ ଆଇନରେ ପରିଣତ ହୋଇ ସାରିଥିବା ନାଗରିକତ୍ୱ ସଂଶୋଧନ ଆଇନ ବା ସିଏଏ ଲାଗୁ କରିବାକୁ କେନ୍ଦ୍ର ସରକାର ଆଗଭର ହୋଇଛନ୍ତି। ମାର୍ଚ୍ଚ…

ହରିୟାଣା ରାଜନୀତିରେ ହଟଚମଟ; ଇସ୍ତଫା…

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଏସବୁ ମଧ୍ୟରେ ଓଡ଼ିଶା ରାଜନୀତି ମଧ୍ୟ ଉଷ୍ମ ହେବାରେ ଲାଗିଛି। ଲୋକସଭା ନିର୍ବାଚନ ୨୦୨୪କୁ ନେଇ ସମସ୍ତ ଦଳ ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଏହାରି ଭିତରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ହରିୟାଣା…

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା:…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲା ସାମ୍ନାକୁ ଆସିଥିଲା। କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲାରେ ଓସେପାର ମେଧା ତାଲିକା ହାଇକୋର୍ଟ ରଦ୍ଦ କରିଥିଲେ। ଜିଲ୍ଲାୱାରୀ ତାଲିକା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଲେ। ସାନି ମେରିଟ୍ ଲିଷ୍ଟ ପ୍ରକାଶ କରିବାକୁ ହାଇକୋର୍ଟ…

ଓଡ଼ିଶାରେ ଗଡ଼ିଲା ତୃତୀୟ ବନ୍ଦେ ଭାରତ…

ଓଏଲ୍‌ ବ୍ୟୁରୋ: ଓଡ଼ିଶାରେ ଗଡ଼ିଲା ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ। ବିଶାଖାପାଟଣାରୁ ଭୁବନେଶ୍ୱର ଅଭିମୁଖେ ବନ୍ଦେ ଭାରତ ଏକ୍ସପ୍ରେସ ଆରମ୍ଭ ହୋଇଛି। ଏହା ଖୋର୍ଦ୍ଧା ରୋଡ୍, ବ୍ରହ୍ମପୁର, ପଲାସା, ଶ୍ରୀକାକୁଲମ ଓ ବିଜୟନଗରମରେ ରହିବ। ରେଳବାଇ ଭିତ୍ତିଭୂମିର ଅଭିବୃଦ୍ଧି ଓ ଭାରତୀୟ ରେଳ ସଂଯୋଗୀକରଣ…

ପୁରୀ: ଆସନ୍ତାକାଲି ୩ ଘଣ୍ଟା ବନ୍ଦ ରହିବ…

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ନୀତି। ଏହି ସମୟରେ ପୁରୀ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଖାର କରିବେ ଦତ୍ତମହାପାତ୍ର ସେବାୟତ। ବନକଲାଗି ନୀତି ପାଇଁ ପୁରୀ ଶ୍ରୀମନ୍ଦିରରେ ୩ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି ୯ଟା…