Odisha Link
Bridging the Missing Links in Odisha
Daily Archives

March 18, 2024

ଆରମ୍ଭ ହେଲାଣି ନିର୍ବାଚନୀ କସରତ; ଇସ୍ତଫା…

ଓଏଲ୍‌ ବ୍ୟୁରୋ: ନିର୍ବାଚନ ଯେତେ ପାଖଉଛି ରାଜନୈତିକ ମାହୋଲ ସେତେ ସରଗରମ ହେବାରେ ଲାଗିଛି। ଏହାରି ମଧ୍ୟରେ ନିର୍ବାଚନୀ ବିଗୁଲ ବାଜିଛି। ଅରୁଣାଂଚଳ ପ୍ରଦେଶ, ସିକ୍କିମ, ଆନ୍ଧ୍ର ଓ ଓଡ଼ିଶାରେ ନିର୍ବାଚନ ହେବ। ବିଧାନସଭା ନିର୍ବାଚନ ତାରିଖ ଘୋଷଣା କରାଯାଉଛି। ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ହେବ।…

ଇଲେକ୍ଟୋରାଲ ବଣ୍ଡ୍‌ ମାମଲା: ଏସ୍‌ବିଆଇକୁ…

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ନିର୍ବାଚନ। ନିର୍ବାଚନକୁ ନଜରରେ ରଖି ନିର୍ବାଚନ କମିଶନ ବଡ଼ ନିର୍ଦେଶ ଦେଇଛନ୍ତି।ଇଲେକ୍ଟୋରାଲ ବଣ୍ଡ୍‌ ମାମଲାରେ ସୁପ୍ରିମକୋର୍ଟ ପୁଣି ନୋଟିସ ଜାରି କରିଛନ୍ତି। ଏସବିଆଇକୁ ପୁଣି ନୋଟିସ ଜାରି କଲେ ସୁ୍ପ୍ରିମକୋର୍ଟ। ସମସ୍ତ ତଥ୍ୟ ସାର୍ବଜନୀନ କରିବାକୁ ଏସ୍‌ବିଆଇକୁ…

ପୁଣିଥରେ ରାଷ୍ଟ୍ରପତି ଭାବେ ନିର୍ବାଚିତ…

ଓଏଲ୍‌ ବ୍ୟୁରୋ: ପଞ୍ଚମ ଥର ଭାବେ ଋଷର ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି ଭ୍ଲାଦମିର ପୁଟିନ୍। ୮୮ ପ୍ରତିଶତ ଭୋଟ ସହ ପଂଚମ ଥର ପାଇଁ ସରକାର ଗଢିଛନ୍ତି ପୁଟିନ। ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ଋଷ ଆହୁରୀ ଶକ୍ତିଶାଳୀ ହେବ ବୋଲି ପୁଟିନ କହିଛନ୍ତି। ଏହା ସହ ନାଟୋକୁ ଚେତାବନୀ ଦେଇଛନ୍ତି।…

ବିଜେଡିର ନିର୍ବାଚନୀ କସରତ: ନେତାଙ୍କୁ…

ଓଏଲ୍‌ ବ୍ୟୁରୋ: ନିର୍ବାଚନ ଯେତେ ପାଖଉଛି ରାଜନୈତିକ ମାହୋଲ ସେତେ ସରଗରମ ହେବାରେ ଲାଗିଛି। ଏହାରି ମଧ୍ୟରେ ନିର୍ବାଚନୀ ବିଗୁଲ ବାଜିଛି। ଅରୁଣାଂଚଳ ପ୍ରଦେଶ, ସିକ୍କିମ, ଆନ୍ଧ୍ର ଓ ଓଡ଼ିଶାରେ ନିର୍ବାଚନ ହେବ। ବିଧାନସଭା ନିର୍ବାଚନ ତାରିଖ ଘୋଷଣା କରାଯାଉଛି। ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ହେବ।…

ଜୀବନ ନେଲା ବଜ୍ରାଘାତ; ଆଖିବୁଜିଲେ ଯୁବକ

ଓଏଲ୍‌ ବ୍ୟୁରୋ: ଜଳେଶ୍ୱରରେ ଘଟିଥିବା ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ବଜ୍ରାଘାତରେ ଚାଳ ଘର ସହ ଜଣେ ଯୁବକ ଜାଳି ଯାଇଛନ୍ତି। ଭୋଗରାଇ ବ୍ଲକ ଟୁକୁରିହାଜିରା ଗାଁରେ ବଜ୍ରାଘାତ ହୋଇଥିବାବେଳେ ଯୁବକ ଜଣଙ୍କ ଜୀବନ ଚାଲିଯାଇଛି। ମୃତ ଯୁବକ ନିକଟ ଚିଙ୍ଗୁଡ଼ି ଘେରିରେ କାମ କରୁଥିଲେ। ହଠାତ ବଜ୍ରାଘାତ ହେବାରୁ…

ତାତିରୁ ମିଳିବ ତ୍ରାହି; କାଳବୈଶାଖୀ ନେଇ…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଉପରମୁହାଁ ହେଲାଣି ପାରଦ। ଉପାନ୍ତରୁ ଉପକୂଳ ସବୁଠି ରାଜ୍‌ କରୁଛି ଗ୍ରୀଷ୍ମପ୍ରବାହ। ଗତ କିଛି ଦିନ ଧରି ରାଜ୍ୟର ବିଭିନ୍ନ ସହରର ତାପମାତ୍ରା ୩୭ ଡ଼ିଗ୍ରୀ ଛୁଇଁଯାଇଛି। ଏହାରି ଭିତରେ ଆସୁଛି କାଳବୈଶାଖୀ। କାଲିଠୁ ୨୧ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ନେଇ ପାଣିପାଗ ବିଭାଗର…

ଆଜି କେନ୍ଦୁଝର ବନ୍ଦ; ୨ଟି ଟ୍ରେନ୍‌କୁ…

ଓଏଲ୍‌ ବ୍ୟୁରୋ: ଆଜି ୨୪ ଘଣ୍ଟିଆ କେନ୍ଦୁଝର ବନ୍ଦ। ଟ୍ରକ ମାଲିକ ସଂଘ ପକ୍ଷରୁ ୨୪ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ଓଏମସି ଶୁଆକାଟିରୁ ଗୁହାଲଡିହି ଯାଏଁ ରେଳ ପ୍ରକଳ୍ପକୁ ବିରୋଧ କରି ବନ୍ଦ ଡାକରା ଦେଇଛି ଜିଲ୍ଲା ଟ୍ରକ୍ ମାଲିକ ସଂଘ। ପ୍ରଭାବରେ କେନ୍ଦୁଝରଗଡ ଷ୍ଟେସନରେ କେନ୍ଦୁଝରଗଡ-ଖୋର୍ଦ୍ଧାରୋଡ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୩ ଶିଶୁଙ୍କ…

ଓଏଲ୍‌ ବ୍ୟୁରୋ: ବିହାରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିବା ଖବର ଆସିଛି। ଖରାଡିଆରେ କାର ଓ ଟ୍ରକ ମଧ୍ୟରେ ଧକ୍କା ହୋଇଛି। ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଶିଶୁଙ୍କ ସମେତ ୮ ଜଣଙ୍କ ଜୀବନ ଚାଲିଯାଇଛି। ବିବାହ ଭୋଜିରୁ ଫେରିବା ସମୟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ତେବେ ଦୁର୍ଘଟଣାରେ…

ଓଡ଼ିଶା ସ୍କିଲ୍‌ ପ୍ରତିଯୋଗିତାରେ ସୋଆ…

ଭୁବନେଶ୍ୱର: ରାଜ୍ୟର ସବୁଠାରୁ ବଡ଼ ସ୍କିଲ ପ୍ରତିଯୋଗିତା ଓଡ଼ିଶା ସ୍କିଲ୍ସ ୨୦୨୩-୨୪ରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍‌ ଅଫ୍‌ ହୋଟେଲ ମ୍ୟାନେଜମେଂଟର ଛାତ୍ରଛାତ୍ରୀ ରୌପ୍ୟ ଓ କାଂସ୍ୟ ପଦକ ହାସଲ କରିବାରେ ସଫଳ ହୋଇଛନ୍ତି। ମାର୍ଚ୍ଚ ୧୨ ରୁ ୧୫ ପର୍ଯ୍ୟନ୍ତ ଏହି ପ୍ରତିଯୋଗିତା ଏଠାରେ ଆୟୋଜିତ…