କାଳବୈଶାଖୀ ପ୍ରଭାବ: ଢେଙ୍କାନାଳରେ…
ଓଏଲ୍ ବ୍ୟୁରୋ: ଉପାନ୍ତରୁ ଉପକୂଳ ସବୁଠି ଗ୍ରୀଷ୍ମପ୍ରବାହ ରାଜ୍ କରୁଥିବାବେଳେ ହଠାତ କାଳବୈଶାଖୀର ପ୍ରଭାବ ଅସହ୍ୟ ତାତିରୁ ମୁକ୍ତି ଦେଇଛି। ଗତ କିଛି ଦିନ ଧରି ରାଜ୍ୟର ବିଭିନ୍ନ ସହରର ତାପମାତ୍ରା ୩୭ ଡ଼ିଗ୍ରୀ ଛୁଇଁଯାଇଥିଲା। ଏହା ପରେ କାଳବୈଶାଖୀ କାରଣରୁ ବର୍ଷା ସହ ପବନ ପ୍ରଭାବରେ ତାତିରୁ ତ୍ରାହି…