ପରଲୋକରେ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ
ଓଏଲ୍ ବ୍ୟୁରୋ: ସୁନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ପରଲୋକ। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍ରେ ତାଙ୍କର ଦେହାନ୍ତ ହୋଇଛି। ସୁନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ଦେହାନ୍ତ ହୋଇଥିବା ତାଙ୍କ ସ୍ଵାମୀ ବସନ୍ତ କୁମାର ଛୋଟରାୟ ସୂଚନା ଦେଇଛନ୍ତି।