ନବରଙ୍ଗପୁର ଲୋକସଭା ଆସନ: ୩ ମାଝୀଙ୍କ…
ଓଏଲ୍ ବ୍ୟୁରୋ: ସାରା ଦେଶରେ ନିର୍ବାଚନୀ ବିଗୁଲ ବାଜି ସାରିଛି। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ବିଜେଡି ବିଜେପି ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିବା ପରେ କଂଗ୍ରେସ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ୪୯ ଆସନ ପାଇଁ ଘୋଷଣା…