ପୁଣି ଉଦ୍ଧାର ହେଲା ସନ୍ଦିଗ୍ଧ ପାରା;…
ଓଏଲ୍ ବ୍ୟୁରୋ: ପୁଣି ଏକ ସନ୍ଦିଗ୍ଧ ପାରା ଉଦ୍ଧାର ହୋଇଛି। ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ ପାରାର ଦୁଇ ଗୋଡ଼ରେ ବିଦେଶୀ ଭାଷାରେ ଲେଖାଥିବା ଜିପିଏସ୍ ଟ୍ରାକର ଭଳି ଚିପ୍ ଲାଗିଛି।…