ପ୍ରକାଶ ପାଇଲା ୟୁପିଏସ୍ସି ପରୀକ୍ଷା ଫଳ;…
ଓଏଲ୍ ବ୍ୟୁରୋ: ପ୍ରକାଶ ପାଇଲା କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସସି) ଦ୍ବାରା ପରିଚାଳିତ ସିଭିଲ ସର୍ଭିସେସ ପରୀକ୍ଷା ୨୦୨୩ର ଫଳାଫଳ। ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର ହୋଇଥିବା ବେଳେ ଓଡିଆ ପୁଅ ଅନିମେଷ ପ୍ରଧାନ ଦ୍ୱିତୀୟ ଓ ଅନନ୍ୟା ରେଡ୍ଡୀ ତୃତୀୟ ସ୍ଥାନ ଅଧିକାର କରିଛନ୍ତି।
ଓଡ଼ିଶା: ୧୦୧୬ ଜଣ…