ଯାଜପୁର ବସ୍ ଦୁର୍ଘଟଣା: ସୁଧୁରୁଛି…
ଓଏଲ୍ ବ୍ୟୁରୋ: ସୋମବାର ରାତିରେ ଯାଜପୁରରେ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି। ଏନ୍ଏଚ୍-୧୬ର ବାରବାଟୀ ଛକ ନିକଟରେ ଓଭରବ୍ରିଜ୍ରୁ ତଳକୁ ଖସି ପଡ଼ିଥିଲା ଗୋଟିଏ ଯାତ୍ରୀବାହୀ ବସ୍। ଏଥିରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫ ଜଣଙ୍କ କଟକ ବଡ଼…