ନିର୍ବାଚନ ପାଇଁ ସର୍ବଦଳୀୟ ବୈଠକ; ରାଜ୍ୟର…
ଓଏଲ୍ ବ୍ୟୁରୋ: ବାଜି ସାରିଛି ନିର୍ବାଚନୀ ବିଗୁଲ। ପ୍ରଚାରରେ କମ୍ପୁଛି ନିର୍ବାଚନୀ ମାହୋଲ। ଦେଶରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତାକାଲି ପଡ଼ିବ ଭୋଟ୍। ଆଜିଠୁ ବୁଥ୍ ଅଭିମୁଖେ ଯିବେ ପୁଲିଂ ପାର୍ଟି। ପ୍ରଥମ ପର୍ଯ୍ୟାୟରେ ୧୭ ରାଜ୍ୟ ଓ ୪ କେନ୍ଦ୍ରଶାସିତ ଅଞ୍ଚଳର ମୋଟ୍ ୧୦୨ ସିଟ୍ ପାଇଁ ଭୋଟିଂ…