ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ; ବନବିଭାଗ ପକ୍ଷରୁ ସୂଚନା ଜାରି

ଓଏଲ୍ ବ୍ୟୁରୋ: ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ ରହିବ। ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରହିବ ବୋଲି ବନବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି। କୁମ୍ଭୀର ପ୍ରଜନନ ପାଇଁ ୩ ମାସ ବନ୍ଦ ରହିବ ଭିତରକନିକା ବନ୍ଦ ରହିବ ଵୋଲି ବନବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି।