ରାଜ୍ୟରେ ସରିଲା ଦ୍ବିତୀୟ ପର୍ଯ୍ୟାୟ…
ଓଏଲ୍ ବ୍ୟୁରୋ: ଗଣତନ୍ତ୍ରର ମହାପର୍ବ ଆରମ୍ଭ ହୋଇଛି। ଗତକାଲି ଦେଶରେ ପଞ୍ଚମ ଓ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ଗତକାଲି ରାତି ୧୧ଟା ୩୦ ସୁଦ୍ଧା ଓଡ଼ିଶାରେ ପ୍ରାୟ ୬୭. ୫୯ ପ୍ରତିଶତ ମତଦାନ ହୋଇଛି। ଦେଶରେ ମୋଟ୍ ୬୦. ୦୯ ପ୍ରତିଶତ ଭୋଟିଂ ହୋଇଥିବା ନିର୍ବାଚନ କମିସନଙ୍କ ପକ୍ଷରୁ ସୂଚନା…