ଶନିବାର ଶାହ, ମେ’ ୨୯ରେ ମୋଦି…
ଓଏଲ୍ ବ୍ୟୁରୋ: ସରଗରମ ଓଡ଼ିଶା ରାଜନୀତି। ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ହେବାକୁ ଥିବାବେଳେ ପୁଣିଥରେ ଓଡ଼ିଶା ଗସ୍ତରେ ଆସିବେ ବିଜେପିର ଚାଣକ୍ୟ ଅମିତ ଶାହ। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ' ୨୯ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ବୋଲି ଆଜି ସୂଚନା ଦେଇଛନ୍ତି ଓଡ଼ିଶା ବିଜେପି…