Odisha Link
Bridging the Missing Links in Odisha

ରବିବାର ପ୍ରକାଶ ପାଇବ +୨ ପରୀକ୍ଷା ଫଳ, ଜାଣନ୍ତୁ କେମିତି ରେଜଲ୍ଟ ଜାଣିବେ ଛାତ୍ରଛାତ୍ରୀ

ଓଏଲ୍‌ ବ୍ୟୁରୋ: ସିବିଏସଇ ଓ ଆଇ.ସି.ଆଇ.ସି.ଆଇର ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ ପାଇବ ପରେ ସିଏଚଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ ନେଇ ଅଭିଭାବକ ଚାହିଁ ବସିଛନ୍ତି। ତେବେ ଏସବୁ ମଧ୍ୟରେ ବଡ଼ ଖବର ସାମ୍ନାକୁ ଆସିଛି। ଚଳିତ ମାସ ୨୬ ତାରିଖରେ ଯୁକ୍ତଦୁଇ ପରୀକ୍ଷାର ଫଳାଫଳ ପ୍ରକାଶ ପାଇବ। ଏକ ସମୟରେ କଳା, ବିଜ୍ଞାନ ଓ ବାଣିଜ୍ୟ ବିଭାଗର ଫଳାଫଳ ଜାରି କରାଯିବ ବୋଲି ଜଣାପଡ଼ିଛି। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ ଆସିବ।www.orissaresults.nic.inରେ ପ୍ରକାଶ ପାଇବ ରେଜଲ୍ଟ। ରେଜଲ୍ଟ ବାହାରିବା ନେଇ ସିଏଚଏସସି ପକ୍ଷରୁ ସୂଚନା ଜାରି ହୋଇଛି।

Leave A Reply

Your email address will not be published.