କଣ୍ଟାମାଳ ବିଧାନସଭା ଆସନ: ଆଜି ୨ଟି…
ଓଏଲ୍ ବ୍ୟୁରୋ: ରାଜ୍ୟରେ ଦୁଇଟି ପର୍ଯ୍ୟାୟରେ ଶେଷ ହୋଇଛି ନିର୍ବାଚନ। ହେଲେ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବିଧାନସଭା ଆସନର ଦୁଇଟି ବୁଥରେ ପୁନଃ ମତଦାନ ହୋଇଛି। ବିଜେପି ଏହାକୁ ନେଇ ଦାବି କରିବାର କିଛି ଘଣ୍ଟା ପରେ ନିର୍ବାଚନ କମିଶନ ପୁନଃ ମତଦାନ ପାଇଁ ନିର୍ଦ୍ଦେଶ ଜାରି କରିଛନ୍ତି। ଏହି ନିର୍ଦେଶ କ୍ରମେ…