ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା,…
ଓଏଲ୍ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇଛି। ଆସନ୍ତା ୨୬ରେ ଭୀଷଣ ବାତ୍ୟା ରୂପ ନେଇପାରେ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର। ସମ୍ଭାବ୍ୟ ବାତ୍ୟାର ନାମ ‘ରିମାଲ’ ରଖାଯାଇଛି। ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବ ଓ ୨୬ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାରେ…