Odisha Link
Bridging the Missing Links in Odisha
Daily Archives

May 30, 2024

ପୁରୀରେ ବାଣ ବିସ୍ଫୋରଣ ଘଟଣା: ଆହତଙ୍କୁ…

ଓଏଲ୍‌ ବ୍ୟୁରୋ: ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳ ବେଳେ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି। କଟକ ଏସସିବି ମେଡିକାଲରେ ଜଣେ ଏବଂ ଭୁବନେଶ୍ବରର ଦୁଇ ଘରୋଇ ମେଡିକାଲରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ନାବାଳକ ଥିବା ସୂଚନା ମିଳିଛି। ବିସ୍ଫୋରଣରେ ୨୫ରୁ ଅଧିକ…

କେରଳ ଛୁଇଁଲା ମୌସୁମୀ ବାୟୁ

ଓଏଲ୍‌ ବ୍ୟୁରୋ: ତାତିରୁ ମିଳିବ ତ୍ରାହି। କେରଳ ଛୁଇଁଲା ମୌସୁମୀ ବାୟୁ। ପାଗ ଅନୁକୂଳ କାରଣରୁ ଉତ୍ତର ପୂର୍ବ ଭାରତର ଅଧିକାଂଶ ସ୍ଥାନକୁ ଅଗ୍ରସର କରୁଛି ମୌସୁମୀ। ମୌସୁମୀ କେରଳ ଛୁଇଁବା ନେଇ ଆଇଏମ୍‌ଡି ପକ୍ଷରୁ ସୂଚନା ଜାରି ହୋଇଛି। ତେବେ ମୌସୁମୀ ବାୟୁ କେରଳର ବିଭିନ୍ନ ସ୍ଥାନରେ ପ୍ରଭାବ ପକାଇଥିବାରୁ ଚାଷ…

ଜୁନ୍ ପହିଲାରେ ଶେଷ ପର୍ଯ୍ୟାୟ ନିର୍ବାଚନ,…

ଓଏଲ୍‌ ବ୍ୟୁରୋ: ଚଳଚଞ୍ଚଳ ରାଜ୍ୟ ରାଜନୀତି। ଜୁନ ପହିଲାରେ ହେବାକୁ ଥିବା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରଚାରର ଶେଷ ଦିନ। ସେହିଭଳି ଆଜି ସଂଧ୍ୟାରେ ମଧ୍ୟ ଦେଶରେ ହେବାକୁ ଥିବା ସପ୍ତମ ତଥା ଶେଷ ପର୍ଯ୍ୟାୟ ଭୋଟ୍ ପାଇଁ ସରୁଛି ପ୍ରଚାର। ଏହି ପର୍ଯ୍ୟାୟରେ ବହୁ ହେଭିୱେଟଙ୍କ ଭାଗ୍ୟ ପରୀକ୍ଷା ହେବ।…

ଅସହ୍ୟ ହେଲାଣି ତାତି, ସକାଳୁ ୪୦ ଡିଗ୍ରୀ…

ଓଏଲ୍‌ ବ୍ୟୁରୋ: ତତଲା କଡ଼େଇରେ ଭାଜି ହେଉଛି ଓଡ଼ିଶା। ପ୍ରବଳ ଖରାରେ ଜଳୁଛି ଓଡ଼ିଶା। ଗତକାଲି ଦେଶର ରାଜଧାନୀ ଦିଲ୍ଲୀରେ ତାପାମାତ୍ର ୫୨ ଡିଗ୍ରୀ ପାାର ହୋଇଥିବା ବେଳେ ଓଡ଼ିଶାରେ ୪୬ ଡିଗ୍ରୀ ପାର କରିଥିଲା ଦିନର ତାପମାତ୍ରା। ଆଜି ସକାଳୁ ସକାଳୁ ଜଳୁଛି ପଶ୍ଚିମ ଓଡ଼ିଶା। ସାଢ଼େ ୮ଟାରେ ୩୯ ଡିଗ୍ରୀ ସହ…

ପୁରୀ ବାଣ ବିସ୍ଫୋରଣ ଘଟଣା:…

ଓଏଲ୍‌ ବ୍ୟୁରୋ: ପୁରୀ ନରେନ୍ଦ୍ର ପୁଷ୍କରିଣୀ ଗତକାଲି ଅଘଟଣ ହୋଇଥିବା ଖବର ସାମ୍ନାକୁ ଆସିଥିଲା। ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁସଂଖ୍ୟା ୩କୁ ବୃଦ୍ଧି ପାଇଛି। ୩୦ରୁ ଅଧିକ ଶ୍ରଦ୍ଧାଳୁ ଆହତ ହୋଇଥିବାବେଳେ ଅନେକଙ୍କ ଅବସ୍ଥା ଗୁରୁତର ରହିଛି। ଗତକାଲି ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳ ବେଳେ ଅଘଟଣ ଘଟିଥିଲା।…