Odisha Link
Bridging the Missing Links in Odisha

ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଖାରଜ

ଓଏଲ୍‌ ବ୍ୟୁରୋ: ଚିଲିକା ବିଧାୟକ ତଥା ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନର ଶୁଣାଣି ହୋଇଛି। ଜାମିନ ଖାରଜ କଲେ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲା ଦୌରାଜଜ-୨। ବୁଥ୍‌ ଗଣ୍ଡଗୋଳ ଘଟଣାରେ ଗିରଫ ହୋଇଛନ୍ତି ଜଗଦ୍ଦେବ।

ଆଇନଜୀବୀ ପିତାମ୍ବର ଆଚାର୍ଯ୍ୟଙ୍କ ସମେତ ୪୦ଜଣ ଆଇନଜୀବୀ ଯୁକ୍ତି ଉପସ୍ଥାପନ କରିଥିଲେ। ବେଗୁନିଆ କାଉଁରୀପାଟଣା ପ୍ରକଳ୍ପ ବିଦ୍ୟାଳୟର ୧୪୪ ନଂ ବୁଥରେ ଗଣ୍ଡଗୋଳ, ମାରପିଟ୍ ଓ ଇଭିଏମ ଭଙ୍ଗାରୁଜା ଅଭିଯୋଗରେ ପ୍ରଶାନ୍ତ ଜଗଦେବଙ୍କୁ ଗିରଫ କରିଛି ପୁଲିସ।ରେ ସାମିଲ ହୋଇଛି।

Leave A Reply

Your email address will not be published.