Odisha Link
Bridging the Missing Links in Odisha

ପୁରୀ ବାଣ ବିସ୍ଫୋରଣ ମାମଲା: ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି

ଓଏଲ୍‌ ବ୍ୟୁରୋ: ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ଅଘଟଣ ହୋଇଥିବା ଖବର ସାମ୍ନାକୁ ଆସିଥିଲା। ଗତ ଗୁରୁବାର ଦିନ ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳ ବେଳେ ଅଘଟଣ ଘଟିଥିଲା। ଚନ୍ଦନଯାତ୍ରା ଉତ୍ସବ ଚାଲିଥିବାବେଳେ ବାଣ ଫୁଟାଉ ଫୁଟାଉ ହଠାତ୍ ବଡ଼ ବିସ୍ଫୋରଣ ହୋଇଥିଲା। ୨୫ରୁ ଅଧିକ ଶ୍ରଦ୍ଧାଳୁ ଆହତ ହୋଇଥିବାବେଳେ ସମସ୍ତ ଆହତଙ୍କୁ ପୁରୀ ସଦର ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଅନେକଙ୍କ ଅବସ୍ଥା ଗୁରୁତର ରହିଥିବାବେଳେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି।

Leave A Reply

Your email address will not be published.