Odisha Link
Bridging the Missing Links in Odisha

ଓଡ଼ିଶା ବିଧାନସଭା ଆସନ: ୬୦ଟି ବିଜେପି, ୪୫ଟି ବିଜେଡି ଓ ୯ଟି ଆସନରେ କଂଗ୍ରେସ ଆଗୁଆ

ଓଏଲ୍‌ ବ୍ୟୁରୋ: ଆରମ୍ଭ ହୋଇଛି ଭୋଟ ଗଣତି। ବାଲାଟ୍‌ ପେପର ଭୋଟ ଗଣତି ପରେ ଆରମ୍ଭ ହୋଇଛି ଇଭିଏମ୍‌ ଗଣତି। ତେବେ ମୁଖ୍ୟ ନିର୍ବାଚନ କମିଶନରଙ୍କ ଓ୍ବେବସାଇଟ୍‌ରେ ପ୍ରକାଶିତ ତଥ୍ୟ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଣ୍ଟାବାଞ୍ଜି ଆସନରେ ୧୫୬ ଖଣ୍ଡ ଭୋଟରେ ଆଗୁଆ ରହିଛନ୍ତି। ସେହିଭଳି ଓଡିଶାର ୬୦ଟି ବିଧାନସଭା ଆସନରେ ବିଜେପି ପ୍ରାର୍ଥୀ ଆଗରେ ରହିଛନ୍ତି। ସେହିପରି ୪୫ଟି ଆସନରେ ବିଜେଡି ଆଗରେ ରହିଥିବା ବେଳେ ୯ଟି ଆସନରେ କଂଗ୍ରେସ ଆଗୁଆ ରହିଛି।

Leave A Reply

Your email address will not be published.