Odisha Link
Bridging the Missing Links in Odisha

ଓଡ଼ିଶା ବିଧାନସଭା ଫଳାଫଳ: ୧୩ଟି ଆସନରେ ବିଜେପି, ୬ଟିରେ ବିଜେଡି ଓ ଗୋଟିଏରେ କଂଗ୍ରେସ ଆଗୁଆ

ଓଏଲ୍‌ ବ୍ୟୁରୋ: ଆରମ୍ଭ ହୋଇଛି ଭୋଟ ଗଣତି। ବାଲାଟ୍‌ ପେପର ଭୋଟ ଗଣତି ପରେ ଆରମ୍ଭ ହୋଇଛି ଇଭିଏମ୍‌ ଗଣତି। ତେବେ ମୁଖ୍ୟ ନିର୍ବାଚନ କମିଶନରଙ୍କ ଓ୍ବେବସାଇଟ୍‌ରେ ପ୍ରକାଶିତ ତଥ୍ୟ ଅନୁଯାୟୀ ୧୩ଟି ବିଧାନସଭା ଆସନରେ ବିଜେପି ପ୍ରାର୍ଥୀ ଆଗରେ ରହିଛନ୍ତି। ସେହିପରି ୬ଟି ଆସନରେ ବିଜେଡି ଆଗରେ ରହିଥିବା ବେଳେ ଗୋଟିଏ ଆସନରେ କଂଗ୍ରେସ ଆଗୁଅ ରହିଛି।

Leave A Reply

Your email address will not be published.