ସମ୍ବଲପୁର ଲୋକସଭା: ଦିନ ସାଢ଼େ ୧୨ଟା…
ଓଏଲ୍ ବ୍ୟୁରୋ: ଆରମ୍ଭ ହୋଇଛି ଭୋଟ ଗଣତି। ବାଲାଟ୍ ପେପର ଭୋଟ ଗଣତି ପରେ ଆରମ୍ଭ ହୋଇଛି ଇଭିଏମ୍ ଗଣତି। ଏବେ ସୁଦ୍ଧା ପ୍ରାୟ ଆସନରେ ୫ ରାଉଣ୍ଡ ଗଣତି ଶେଷ ହେଲାଣି। ତେବେ ମୁଖ୍ୟ ନିର୍ବାଚନ କମିଶନରଙ୍କ ଓ୍ବେବସାଇଟ୍ରେ ପ୍ରକାଶିତ ତଥ୍ୟ ଅନୁଯାୟୀ ସମ୍ବଲପୁର ଲୋକସଭା ଆସନରେ ବିଜେପି ପ୍ରାର୍ଥୀ ଆଗରେ…