Odisha Link
Bridging the Missing Links in Odisha

ଓଡ଼ିଶା ବିଧାନସଭା ଆସନ: ୭୩ଟି ବିଜେପି, ୫୦ଟି ବିଜେଡି ଓ ୧୨ଟି ଆସନରେ କଂଗ୍ରେସ ଆଗୁଆ

ଓଏଲ୍‌ ବ୍ୟୁରୋ: ଆରମ୍ଭ ହୋଇଛି ଭୋଟ ଗଣତି। ବାଲାଟ୍‌ ପେପର ଭୋଟ ଗଣତି ପରେ ଆରମ୍ଭ ହୋଇଛି ଇଭିଏମ୍‌ ଗଣତି। ତେବେ ମୁଖ୍ୟ ନିର୍ବାଚନ କମିଶନରଙ୍କ ଓ୍ବେବସାଇଟ୍‌ରେ ପ୍ରକାଶିତ ତଥ୍ୟ ଅନୁଯାୟୀ, ଓଡିଶାର ୭୩ଟି ବିଧାନସଭା ଆସନରେ ବିଜେପି ପ୍ରାର୍ଥୀ ଆଗରେ ରହିଛନ୍ତି। ସେହିପରି ୫୦ଟି ଆସନରେ ବିଜେଡି ଆଗରେ ରହିଥିବା ବେଳେ ୧୨ଟି ଆସନରେ କଂଗ୍ରେସ ଆଗୁଆ ରହିଛି।

Leave A Reply

Your email address will not be published.