Odisha Link
Bridging the Missing Links in Odisha
Daily Archives

June 5, 2024

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ:…

ଓଏଲ୍‌ ବ୍ୟୁରୋ: ବଦଳିଛି ଓଡ଼ିଶା ରାଜନୀତିର ଦୃଶ୍ୟପଟ୍ଟ। ୨୪ ବର୍ଷ ଧରି ମୁଖ୍ୟମନ୍ତ୍ରୀ ଭାବେ ରହିବା ସହିତ ଓଡ଼ିଶା ରାଜନୀତିର ଅପ୍ରତିଦ୍ବନ୍ଦୀ ନେତା ନବୀନ ପଟ୍ଟନାୟକ ଆଜି ଇସ୍ତଫା ଦେଇଛନ୍ତି। ୫ଥରର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଇସ୍ତଫା ଦେଇଛନ୍ତି। ସବୁଠୁ ବଡ଼କଥା ହେଲା ମାର୍ଚ୍ଚ ୫ ତାରିଖ ୨୦୦୦…

ନିଖୋଜ ଡାକ୍ତରଙ୍କ ମିଳିଲା ପତ୍ତା,…

ଓଏଲ୍‌ ବ୍ୟୁରୋ: କାଲିମେଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଡାକ୍ତର ଅମ୍ଳାନ ଭୋଇଙ୍କ ଖବର ଚର୍ଚ୍ଚାର ବିଷୟ ପାଲଟିଥିଲା। ମାଲକାନଗିରି କାଲିମେଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଡାକ୍ତର ଅମ୍ଳାନ ଭୋଇ ୪ ଦିନ ହେଲା ଅପହୃତ ହୋଇଥିବା ଅଭିଯୋଗ ହୋଇଥିବାବେଳେ ଆଜି ତାଙ୍କର ପତ୍ତା ମିଳିଛି। ଡାକ୍ତର ଅମ୍ଳାନ ଭୋଇ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ…

ଓଏଲ୍‌ ବ୍ୟୁରୋ: ଅପେକ୍ଷାର ଘଟିଲା ଅନ୍ତ। ସରକାର ଗଢିବାକୁ ମିଳି ସାରିଛି ଜନାଦେଶ। ଓଡ଼ିଶାରେ ବିଜେପି ପାଇଁ ସରକାର ଗଢିବାକୁ ବାଟ ଫିଟିଥିବା ବେଳେ କେନ୍ଦ୍ରରେ ଏନଡିଏକୁ ବହୁମତ ମିଳିଛି। ୨୦୨୪ ନିର୍ବାଚନରେ ବିଜେପିକୁ ସଂଖ୍ୟା ଗରିଷ୍ଠତା ମିଳିଛି। ରାଜ୍ୟରେ ବିଜେଡି ୫୧ଟି ଆସନରେ ବିଜୟ ହୋଇଛି। ଏହା ପରେ…

ଆଉ ନିର୍ବାଚନ ଲଢ଼ିବେନି ନିରଞ୍ଜନ,…

ଓଏଲ୍‌ ବ୍ୟୁରୋ: ଓଡ଼ିଶା ବିଧାନସଭା ନିର୍ବାଚନର ଫଳାଫଳ ସମସ୍ତଙ୍କୁ ଚମକାଇ ଦେଇଛି। ରାଜ୍ୟର ଶାସକଦଳ ବିଜେଡି ପଛରେ ପଡ଼ିଛି। ୨୫ବର୍ଷ ପରେ ରାଜ୍ୟରେ ଓଡ଼ିଶାରେ ପରିବର୍ତ୍ତନର ପବନ ବହିଛି। ୨୫ ବର୍ଷ ପରେ ରାଜ୍ୟର ରାଜନୈତିକ ସମୀକରଣରେ ନୂଆ ଧାରା ଦେଖିବାକୁ ମିଳିଛି। ଏସବୁ ଭିତରେ ରାଜନୀତିରୁ ସନ୍ନ୍ୟାସ ନେଲେ…

ପୁରୀ ବାଣ ବିସ୍ଫୋରଣ ଘଟଣା: ମୃତ୍ୟୁ…

ଓଏଲ୍‌ ବ୍ୟୁରୋ: ପୁରୀ ନରେନ୍ଦ୍ର ପୁଷ୍କରଣୀ ଦେବୀ ଘାଟ ଠାରେ ବାଣ ବିସ୍ଫୋରଣ ଟ୍ରାଜେଡି ଘଟଣାରେ ମୃତ୍ୟୁ ସଂଖ୍ୟା ୧୪ରେ ପହଂଚିଛି। ଘଟଣାରେ ଅନ୍ୟ ୧୩ଜଣ ବର୍ତମାନ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ୩ଜଣଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଠିକ ହୋଇଯାଇଥିବାରୁ ସେମାନଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ…

ଆଜି ଏନ୍‌ଡିଏର ଗୁରୁତ୍ବପୂର୍ଣ୍ଣ ବୈଠକ,…

ଓଏଲ୍‌ ବ୍ୟୁରୋ: ଅପେକ୍ଷାର ଘଟିଲା ଅନ୍ତ। ସରକାର ଗଢିବାକୁ ମିଳି ସାରିଛି ଜନାଦେଶ। ଓଡ଼ିଶାରେ ବିଜେପି ପାଇଁ ସରକାର ଗଢିବାକୁ ବାଟ ଫିଟିଥିବା ବେଳେ କେନ୍ଦ୍ରରେ ଏନଡିଏକୁ ବହୁମତ ମିଳିଛି। ତେବେ ବିଜେପିକୁ ୨୦୧୯ ଭଳି ସ୍ପଷ୍ଟ ବହୁମତ ମିଳିନାହିଁ। ଏଭଳି ସ୍ଥିତି ଭିତରେ ଉଭୟ ଏନଡିଏ ଓ ଇଣ୍ଡିଆ ମେଣ୍ଟ ବୈଠକ…

ପୁରୀ: ଆଜି ୩ ଘଣ୍ଟା ବନ୍ଦ ରହିବ…

ଓଏଲ୍‌ ବ୍ୟୁରୋ: ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି। ବନକଲାଗି ନୀତି ପାଇଁ ୩ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୭ଟାରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗ ମଣ୍ଡପ ନୀତି ପରେ ବନକଲାଗି ନୀତି ହେବ। ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ସାଧାରଣ ଦର୍ଶନକୁ…