Odisha Link
Bridging the Missing Links in Odisha
Daily Archives

June 7, 2024

ଜୁନ୍‌ ୯ରେ ଶପଥ ସମାରୋହ, ମୋଦିଙ୍କୁ ନୂଆ…

ଓଏଲ୍‌ ବ୍ୟୁରୋ: “ମୁଁ ଶ୍ରୀ ନରେନ୍ଦ୍ର ଦାମୋଦର ଦାସ ମୋଦି, ଈଶ୍ୱରଙ୍କ ନାଁରେ ଶପଥ କରୁଛି…। ୨୦୧୪ ମେ’ ୨୬, ୨୦୧୯ ମେ’ ୩ରେ ରାଷ୍ଟ୍ରପତି ଭବନ ପ୍ରାଙ୍ଗଣରେ ଏଭଳି ଢଙ୍ଗରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଥିଲେ ନରେନ୍ଦ୍ର ମୋଦି। ଠିକ୍‌ ଏଭଳି ଢଙ୍ଗରେ ଜୁନ୍‌ ୯ ତାରିଖରେ ଶପଥ ନେବେ ମୋଦି। ଆଜି ମହାମହିମ…

ଦିଲ୍ଲୀ ବୈଠକ ଉପରେ ସାରା ଓଡ଼ିଶାର ନଜର,…

ଓଏଲ୍‌ ବ୍ୟୁରୋ: ୨୪ ବର୍ଷର ବିଜେଡି ଗଡ଼କୁ ଭାଙ୍ଗି ପ୍ରଥମ ଥର ପାଇଁ ଶାସନ ଗାଦିରେ ବସିବାକୁ ଯାଉଛି ଭାରତୀୟ ଜନତା ପାର୍ଟି। ଦୀର୍ଘ ୨୭ ବର୍ଷର ସଫଳ ଆଞ୍ଚଳିତ ଦଳ ବିଜେଡିକୁ ହରାି ପ୍ରଥମ ଥର ପାଇଁ ଓଡ଼ିଶାରେ ସରକାର ଗଠନ କରିବାକୁ ଯାଉଛି ବିଜେପି। ତେବେ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ ତାକୁ…

୬ ମାସ ଛୁଟିରେ ଗଲେ ଆଇଏଏସ୍ ସୁଜାତା…

ଓଏଲ୍‌ ବ୍ୟୁରୋ: ଓଡ଼ିଶାରେ ଭାରତୀୟ ଜନତା ପାର୍ଟି ସରକାର ଗଠନ କରିବା ପୂର୍ବରୁ ଛୁଟିରେ ଗଲେ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ସୁଜାତା କାର୍ତ୍ତିକେୟନ। ପିଲା ଯତ୍ନ ପାଇଁ ୬ମାସ ଛୁଟିରେ ଚର୍ଚ୍ଚିତ ଆଇଏଏସ୍‌ ସୁଜାତା କାର୍ତ୍ତିକେୟନ। ସୁଜାତା ହେଉଛନ୍ତି ବିଜୁ ଜନତା ଦଳର ଟାଣୁଆ ନେତା ଭି କାର୍ତ୍ତିକ…

ତାତିରୁ ମିଳିବ ତ୍ରାହି, ଖୁବଶୀଘ୍ର…

ଓଏଲ୍‌ ବ୍ୟୁରୋ: ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଖୁବ୍ ଶୀଘ୍ର ଏଥିରୁ ମୁକ୍ତି ମିଳିବ ବୋଲି ଜଣାପଡିଛି। ଚଳିତଥର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ନିର୍ଦ୍ଧାରିତ ସମୟର ପୂର୍ବରୁ ଆଣ୍ଡମାନ ଏବଂ କେରଳ ଛୁଇଁଥିବା ବେଳେ ଆଗାମୀ ୧୦ ତାରିଖ ସୁଦ୍ଧା ଓଡ଼ିଶା ଛୁଇଁପାରେ ମୌସୁମୀ। ୨-୩ ତିନି…

ନିଟ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍…

ଓଏଲ୍‌ ବ୍ୟୁରୋ: ସର୍ବଭାରତୀୟ ନିଟ୍‌ ପ୍ରବେଶିକା ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ପ୍ରଶ୍ନପତ୍ର ଲିକ୍ ନେଇ ଅନେକ ଅଭିଯୋଗ ସାମ୍ନାକୁ ଆସିଛି। ଯାହା ପରେ ଏନ୍ଟିଏ ପକ୍ଷରୁ ନିଟ୍‌ ପ୍ରବେଶିକା ପରୀକ୍ଷାଫଳ ନେଇ ସ୍ପଷ୍ଟି ରଖାଯାଇଛି। ରାଷ୍ଟ୍ରୀୟ ପରୀକ୍ଷା ଏଜେନ୍ସି…

ରାଷ୍ଟ୍ରପତିଙ୍କୁ ଭେଟିଲେ ଏନଡିଏ…

ଓଏଲ୍‌ ବ୍ୟୁରୋ: “ମୁଁ ଶ୍ରୀ ନରେନ୍ଦ୍ର ଦାମୋଦର ଦାସ ମୋଦି, ଈଶ୍ୱରଙ୍କ ନାଁରେ ଶପଥ କରୁଛି…। ୨୦୧୪ ମେ’ ୨୬, ୨୦୧୯ ମେ’ ୩ରେ ରାଷ୍ଟ୍ରପତି ଭବନ ପ୍ରାଙ୍ଗଣରେ ଏଭଳି ଢଙ୍ଗରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଥିଲେ ନରେନ୍ଦ୍ର ମୋଦି। ଠିକ୍‌ ଏଭଳି ଢଙ୍ଗରେ ଜୁନ୍‌ ୯ ତାରିଖ ସନ୍ଧ୍ୟା ୬ଟାରେ ଶପଥ ନେବେ ମୋଦି।…

ଆଡଭାନୀ, ରାମନାଥ ଓ ମୁରଲୀମନୋହର…

ଓଏଲ୍‌ ବ୍ୟୁରୋ: “ମୁଁ ଶ୍ରୀ ନରେନ୍ଦ୍ର ଦାମୋଦର ଦାସ ମୋଦି, ଈଶ୍ୱରଙ୍କ ନାଁରେ ଶପଥ କରୁଛି...। ୨୦୧୪ ମେ' ୨୬, ୨୦୧୯ ମେ' ୩ରେ ରାଷ୍ଟ୍ରପତି ଭବନ ପ୍ରାଙ୍ଗଣରେ ଏଭଳି ଢଙ୍ଗରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଥିଲେ ନରେନ୍ଦ୍ର ମୋଦି। ଠିକ୍‌ ଏଭଳି ଢଙ୍ଗରେ ଜୁନ୍‌ ୯ ତାରିଖ ସନ୍ଧ୍ୟା ୬ଟାରେ ଶପଥ ନେବେ ମୋଦି।…

ମହାପ୍ରଭୁଙ୍କୁ ଦର୍ଶନ କଲେ ମହାମହିମ…

ଓଏଲ୍‌ ବ୍ୟୁରୋ: ଆଜି ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ। ପୁରୀରେ ସପରିବାର ସହ ରାଜ୍ୟପାଳ ରଘୁବର ଦାସ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ଶ୍ରୀମନ୍ଦିରରେ ପହଞ୍ଚିବା ପରେ ପୁରୀ ଜିଲ୍ଲାପାଳ ମହାପ୍ରଭୁଙ୍କ ଲାଗି ଖଣ୍ଡୁଆ ଦେଇ ରାଜ୍ୟପାଳଙ୍କୁ…

କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ? କାଲି…

ଓଏଲ୍‌ ବ୍ୟୁରୋ: ଶେଷ ହୋଇଛି ଗଣତନ୍ତ୍ରର ମହାପର୍ବ। ସରକାର ଗଢିବାକୁ ମିଳି ସାରିଛି ଜନାଦେଶ। ଓଡ଼ିଶାରେ ବିଜେପି ପାଇଁ ସରକାର ଗଢିବାକୁ ବାଟ ଫିଟିଥିବା ବେଳେ କେନ୍ଦ୍ରରେ ଏନଡିଏକୁ ବହୁମତ ମିଳିଛି। କେନ୍ଦ୍ରରେ ଏନ୍‌ଡିଏ ନେତା ଭାବେ ନିର୍ବାଚିତ ହେଲେ ନରେନ୍ଦ୍ର ମୋଦି। ଲଗାତାର ତୃତୀୟ ଥର ଦେଶରେ ଆରମ୍ଭ ହେବ…

କଂଗ୍ରେସରୁ ବିଦା ହେଲେ ମାନସ ଚୌଧୁରୀ

ଓଏଲ୍‌ ବ୍ୟୁରୋ: ଶେଷ ହୋଇଛି ଗଣତନ୍ତ୍ରର ମହାପର୍ବ। ସରକାର ଗଢିବାକୁ ମିଳି ସାରିଛି ଜନାଦେଶ। ଓଡ଼ିଶାରେ ବିଜେପି ପାଇଁ ସରକାର ଗଢିବାକୁ ବାଟ ଫିଟିଥିବା ବେଳେ କେନ୍ଦ୍ରରେ ଏନଡିଏକୁ ବହୁମତ ମିଳିଛି। ଲଗାତାର ତୃତୀୟ ଥର ଦେଶରେ ଆରମ୍ଭ ହେବ ମୋଦି ସରକାର। ଏସବୁ ଭିତରେ କଂଗ୍ରେସ ମଧ୍ୟ ନିଜର କସରତ ଜାରି…