ମୋଦିଙ୍କ ତୃତୀୟ ପାଳିର ପ୍ରଥମ ଦସ୍ତଖତ,…
ଓଏଲ୍ ବ୍ୟୁରୋ: ଆରମ୍ଭ ହୋଇଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳି। ଲଗାତାର ୩ୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦି। ପ୍ରାୟ ୬ ଦଶନ୍ଧି ପରେ, ଲଗାତର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଶପଥ ନେଇଛନ୍ତି। ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ…