କାହାକୁ ମିଳିବ ମନ୍ତ୍ରୀ ପଦ? ୪…
ଓଏଲ୍ ବ୍ୟୁରୋ: ଆଉ କିଛି ସମୟ ପରେ ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ଅପରାହ୍ନରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ଏହାପୂର୍ବରୁ ସେ ବରପୂତ୍ରଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରିଛନ୍ତି। ଓଡିଶାରେ ପ୍ରଥମ ଥର ଏକାକୀ ସରକାର ଗଢୁଛି ଭାରତୀୟ ଜନତା ପାର୍ଟି। ଆଉ ବିରୋଧୀ…