Odisha Link
Bridging the Missing Links in Odisha
Daily Archives

June 13, 2024

ସରିଲା ଲୋକସଭା, ଆରମ୍ଭ ହେଲା ରାଜ୍ୟସଭା…

ଓଏଲ୍‌ ବ୍ୟୁରୋ: ସରିଲା ଲୋକସଭା ନିର୍ବାଚନ। ଆରମ୍ଭ ହେଲା ରାଜ୍ୟସଭା ନିର୍ବାଚନ ରାଜନୀତି। ରାଜ୍ୟସଭାର ୧୦ ସାଂସଦ ଲୋକସଭାକୁ ନିର୍ବାଚିତ ହୋଇଥିବା ବେଳେ ରାଜ୍ୟସଭାରେ ୧୦ଟି ପଦବୀ ଖାଲି ପଡ଼ିଛି। ଏହାକୁ ନଜରରେ ରଖି ରାଜ୍ୟସଭା ସଚିବାଳୟ ଖାଲି ପଡ଼ିଥିବା ଆସନ ପାଇଁ ଜାରି କରିଛି ବିଜ୍ଞପ୍ତି। ୧୦ଟି ଆସନ…

ଓଡ଼ିଶାରେ ବଡ଼ ଧରଣର ସିବିଆଇ ରେଡ୍, ୬୭…

ଓଏଲ୍‌ ବ୍ୟୁରୋ: ଆଜି ଓଡ଼ିଶାରେ ହୋଇଛି ବଡ଼ ଧରଣର ସିବିଆଇ ରେଡ୍‌। ଗ୍ରାମୀଣ ଡାକ ସେବକ ପରୀକ୍ଷାରେ ସାର୍ଟିଫିକେଟ ଜାଲ୍‌ ନେଇ ରେଡ ହୋଇଥିବା ସୂଚନା। ରାଜ୍ୟର ୬୭ଟି ସ୍ଥାନରେ ରେଡ୍‌ କରୁଛି ସିବିଆଇ। ଏହି ବଡ଼ ରେଡରେ ସିବିଆଇର ୧୨୨ ଅଫିସରଙ୍କ ସହ ୨୦୪ ଅଫିସର ସାମିଲ ହୋଇଛନ୍ତି। ' ସୂଚନାଥାଉକି, ପୋଷ୍ଟାଲ…

ମନ୍ତ୍ରୀ ରବି ନାଏକଙ୍କ ଚରମବାଣୀ,…

ଓଏଲ୍‌ ବ୍ୟୁରୋ: ଓଡ଼ିଶାରେ ଆରମ୍ଭ ହୋଇଛି ନୂଆ ସରକାର। ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ତାଙ୍କ ଟିମ୍‌ ଶପଥ ପାଠ କରିବା ପରେ ଆକ୍ସନ ମୁଡରେ ମୋହନ ସରକାର। କ୍ୟାବିନେଟ ବୈଠକରେ ୪ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିଥିବା ବେଳେ ଆଜି ସମସ୍ତ ମନ୍ତ୍ରୀ ପରିଷଦ ସକାଳୁ ଜଗା ଦର୍ଶନ କରିଛନ୍ତି।…

ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ, ଉତ୍କଳମଣିଙ୍କ…

ଓଏଲ୍‌ ବ୍ୟୁରୋ: ସକାଳୁ ସକାଳୁ ଜଗା ଦର୍ଶନ କରିଛନ୍ତି ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ତାଙ୍କ ସହିତ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ ଓ ପ୍ରଭାତୀ ପରିଡ଼ା ଓ ମନ୍ତ୍ରୀ ପରିଷଦର ସଦସ୍ୟ ମାନେ ମଧ୍ୟ ଜଗା ଦର୍ଶନ କରିଥିଲେ। ପରେ ପୁରୀରୁ ଫେରି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଗ୍ରାମ ସୁଆଣ୍ଡୋ…

ନିଟ୍‌ ପରୀକ୍ଷାଫଳ ବିବାଦ: ମୁହଁ ଖୋଲିଲେ…

ଓଏଲ୍‌ ବ୍ୟୁରୋ: ନିଟ୍‌ ପରୀକ୍ଷାଫଳ ଆସିବା ପରେ ଏହାକୁ ନେଇ ବିବାଦ ଦେଖାଦେଇଛି। ପ୍ରଶ୍ନପତ୍ର ଲିକ୍ ଅଭିଯୋଗ ଆଣିବା ସହ ପରୀକ୍ଷାକୁ ରଦ୍ଦ କରିବା ସହ କାଉନସେଲିଂ ବନ୍ଦ କରିବାକୁ ସୁପ୍ରିମକୋର୍ଟରେ ପିଆଇଏଲ ଦାଖଲ ହୋଇଥିଲା। ଯାହାର ଶୁଣାଣି କରି କାଉନସେଲିଂ ଓ ପରୀକ୍ଷା ରଦ୍ଦ କରିବାକୁ ମନା କରିଥିଲେ…

ନିଟ୍‌ ପରୀକ୍ଷାଫଳ ବିବାଦ: ଗ୍ରେସ୍‌…

ଓଏଲ୍‌ ବ୍ୟୁରୋ: ନିଟ୍‌ ପରୀକ୍ଷାଫଳ ଆସିବା ପରେ ଏହାକୁ ନେଇ ବିବାଦ ଦେଖାଦେଇଛି। ପ୍ରଶ୍ନପତ୍ର ଲିକ୍ ଅଭିଯୋଗ ଆଣିବା ସହ ପରୀକ୍ଷାକୁ ରଦ୍ଦ କରିବା ସହ କାଉନସେଲିଂ ବନ୍ଦ କରିବାକୁ ସୁପ୍ରିମକୋର୍ଟରେ ପିଆଇଏଲ ଦାଖଲ ହୋଇଥିଲା। ଯାହାର ଶୁଣାଣି କରି କାଉନସେଲିଂ ଓ ପରୀକ୍ଷା ରଦ୍ଦ କରିବାକୁ ମନା କରିଥିଲେ…

ଅପେକ୍ଷାର ଅନ୍ତ, ଭକ୍ତଙ୍କ ପାଇଁ ଖୋଲିଲା…

ଓଏଲ୍‌ ବ୍ୟୁରୋ: ନିର୍ବାଚନ ସମୟରେ କଥା ଦେଇଥିଲେ, ଏବେ କଥା ରଖିଲା ବିଜେପି ସରକାର। ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିରର ୪ ଦ୍ବାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ନୂତନ ମନ୍ତ୍ରୀ ପରିଷଦର ସମସ୍ତ ସଦସ୍ୟଙ୍କ…