Odisha Link
Bridging the Missing Links in Odisha
Daily Archives

June 18, 2024

ବିବାଦରେ ନିଟ୍‌ ପରୀକ୍ଷାଫଳ, ଏନ୍‌ଟିଏକୁ…

ଓଏଲ୍‌ ବ୍ୟୁରୋ: ନିଟ୍‌ ପରୀକ୍ଷାଫଳ ପ୍ରକାଶ ପାଇବା ପରେ ବିବାଦ ଲାଗି ରହିଛି। ନିଟ୍‌ ପ୍ରଶ୍ନ ପତ୍ର ଲିକ୍‌ ଅଭିଯୋଗ ଆଣିବା ସହ ପରୀକ୍ଷାକୁ ରଦ୍ଦ କରିବା ସହ କାଉନସେଲିଂ ବନ୍ଦ କରିବାକୁ ସୁପ୍ରିମକୋର୍ଟରେ ପିଏଲ ଦାଖଲ ହୋଇଥିଲା। ଯାହାର ଶୁଣାଣି କରି କାଉନସେଲିଂ ଓ ପରୀକ୍ଷା ରଦ୍ଦ କରିବାକୁ ମନା କରିଛନ୍ତି…

ରାଜ୍ୟରେ ବ୍ୟାପୁଛି ଡିପଥେରିଆ, ମାସ୍କ…

ଓଏଲ୍‌ ବ୍ୟୁରୋ: ରାଜ୍ୟର କିଛି ଜିଲ୍ଲାରେ ଆତଙ୍କ ଖେଳାଉଛି ଡିପଥେରିଆ ରୋଗ। ସାମ୍ନାକୁ ଆସିଲା କାଶୀପୁରର ମୁନୁଷପଦରରେ ଗାଁରେ ବ୍ୟାପୀଥିବା ଅଜଣା ରୋଗରେ ମୃତ୍ୟୁର କାରଣ। ଏହା କୌଣସି ଅଜଣା ରୋଗ ନୁହେଁ ବରଂ ଡିପଥେରିଆ ବୋଲି କହିଛି ଭୁବନେଶ୍ବର ଆରଏମଆରସି। ଭୁବନେଶ୍ବର ସ୍ଥିତ ଆରଏମଆରସି ସ୍ୱତନ୍ତ୍ର…

ଶ୍ରୀମନ୍ଦିରରେ ଋକ୍ମିଣୀହରଣ ଏକାଦଶୀ, ଆଜି…

ଓଏଲ୍‌ ବ୍ୟୁରୋ: ଆଜି ଋକ୍ମିଣୀ ହରଣ ଏକାଦଶୀ। ଆଜି ବଡ଼ ଦେଉଳରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଦେବୀ ଋକ୍ମିଣୀଙ୍କ ସହ ବିବାହ ନୀତି ସମ୍ପନ୍ନ ହେବ। ଜ୍ୟେଷ୍ଠ ଶୁକ୍ଳ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ଋକ୍ମିଣୀ ହରଣ ଏବଂ ବିବାହ ଉତ୍ସବ ନୀତି ପାଳନ କରାଯିବାର ପରମ୍ପରା ରହିଆସିଛି। ସକାଳଧୂପ ପୂଜା ବସିଥିବା…

ରଥଯାତ୍ରା ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ,…

ଓଏଲ୍‌ ବ୍ୟୁରୋ: ଆସନ୍ତା ୨୨ ତାରିଖରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଏବଂ ଜୁଲାଇ ୭ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ। ପୁରୀରେ ଦେବସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ ହୋଇଛି। ନୀତିକାନ୍ତି ଓ ସେବାୟତଙ୍କ କାର୍ଯ୍ୟ ସମ୍ପାଦନ ଉପରେ ଆଲୋଚନା ରହିଥିବାବେଳେ ମୁଖ୍ୟ…

ଟି-୨୦ ବିଶ୍ବକପ୍‌ ୨୦୨୪: ସରିଲା ଗ୍ରୁପ୍‌…

ଓଏଲ୍‌ ବ୍ୟୁରୋ: ରୋମାଞ୍ଚକର ମୋଡରେ ଟି-୨୦ ବିଶ୍ବକପ୍‌ ୨୦୨୪। ମହାକୁମ୍ଭର ୪୦ ତମ ମ୍ୟାଚରେ ମୁହାଁମୁହିଁ ହୋଇଥିଲେ ଓ୍ବେଷ୍ଟଇଣ୍ଡିଜ-ଆଫଗାନିସ୍ତାନ। ଏହି ମୁକାବିଲା ଶେଷ ହେବା ସହିତ ଲିଗ୍‌ ପର୍ଯ୍ୟାୟ ମୁକାବିଲା ମଧ୍ୟ ଶେଷ ହୋଇଛି। ଓ୍ବେଷ୍ଟଇଣ୍ଡିଜ ୪୦ ତମ ମୁକାବିଲାରେ ଆଫଗାନିସ୍ତାନକୁ ୧୦୪ରେ ହରାଇ…

ଜୁଲାଇ ୭ରେ ରଥଯାତ୍ରା, ମହାପ୍ରଭୁଙ୍କ…

ଓଏଲ୍‌ ବ୍ୟୁରୋ: ଆସନ୍ତା ଜୁଲାଇ ୭ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ମହାପ୍ରଭୁଙ୍କର ସ୍ନାନଯାତ୍ରା ଓ ରଥଯାତ୍ରା ସମୟରେ ଶ୍ରୀବଳଭଦ୍ର, ମାତା ସୁଭଦ୍ରା ଓ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପହଣ୍ଡି ବିଜେ ସମୟରେ ଶ୍ରୀଅଙ୍ଗର ସୁରକ୍ଷା ନିମନ୍ତେ ଆବଶ୍ୟକ ସେନାପଟା ଓ ବାହୁଟ ସେବା ନିମନ୍ତେ ବଉଳ କାଠ ଆବଶ୍ୟକ ରହିଥାଏ।…

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ବଡ଼…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲା ସାମ୍ନାକୁ ଆସିଥିଲା। କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲାରେ ଓସେପାର ମେଧା ତାଲିକା ହାଇକୋର୍ଟ ରଦ୍ଦ କରିଥିଲେ। ଜିଲ୍ଲାୱାରୀ ତାଲିକା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ତେବେ ଏହି ମାମଲାରେ ହାଇକୋର୍ଟରେ ଶୁଣାଣି କରି ରାୟ…

ବାଲେଶ୍ୱରରେ ଜାରି ରହିଛି କର୍ଫ୍ୟୁ,…

ଓଏଲ୍‌ ବ୍ୟୁରୋ: ଗତକାଲିଠୁ ଅଶାନ୍ତ ହୋଇପଡ଼ିଛି ବାଲେଶ୍ବର ସହର। ଏହାକୁ ନଜରରେ ରଖି ଗତକାଲି ବିଳମ୍ବିତ ରାତିରେ ସହରରେ ଲାଗିଛି ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ ଜାରି ହୋଇଥିବା ସୂଚନା ଦେଇଛନ୍ତି ବାଲେଶ୍ବର ଏସପି ସାଗରିକା ନାଥ। ଗୋଷ୍ଠୀ ସଂଘର୍ଷ ଘଟଣାରେ ଅଶାନ୍ତ ହୋଇ ପଡ଼ିଥିବା ବାଲେଶ୍ୱର ସହରରେ…

ବିଧାୟକ ଭାବେ ଶପଥ ନେଲେ ପୂର୍ବତନ…

ଓଏଲ୍‌ ବ୍ୟୁରୋ: ରାଜ୍ୟର ଶାସନ ଭାର ନେଇଛି ବିଜେପି ସରକାର। ମୋହନ ସରକାର ଶାସନ ଗାଦିରେ ବସିବା ପରେ ଆଜି ଆରମ୍ଭ ହୋଇଛି ପ୍ରଥମ ବିଧାନସଭା ଅଧିବେଶନ। ଆରମ୍ଭ ହୋଇଛି ନୂଆ ବିଧାୟକଙ୍କ ଶପଥ ଗ୍ରହଣ ସମାରୋହ। ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ଏହା ହେଉଛି ପ୍ରଥମ ବିଧାନସଭା ଅଧିବେଶନ। ମୁଖ୍ୟମନ୍ତ୍ରୀ…

ପ୍ରଥମ ବିଧାୟକ ଭାବେ ଶପଥ ନେଲେ…

ଓଏଲ୍‌ ବ୍ୟୁରୋ: ରାଜ୍ୟର ଶାସନ ଭାର ନେଇଛି ବିଜେପି ସରକାର। ମୋହନ ସରକାର ଶାସନ ଗାଦିରେ ବସିବା ପରେ ଆଜି ଆରମ୍ଭ ହୋଇଛି ପ୍ରଥମ ବିଧାନସଭା ଅଧିବେଶନ। ଆରମ୍ଭ ହୋଇଛି ନୂଆ ବିଧାୟକଙ୍କ ଶପଥ ଗ୍ରହଣ ସମାରୋହ। ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ଏହା ହେଉଛି ପ୍ରଥମ ବିଧାନସଭା ଅଧିବେଶନ। ମୁଖ୍ୟମନ୍ତ୍ରୀ…