Odisha Link
Bridging the Missing Links in Odisha

ବଡ଼ ଖବର: ବିରୋଧୀ ଦଳ ନେତା ହେଲେ ନବୀନ ପଟ୍ଟନାୟକ

ଓଏଲ୍‌ ବ୍ୟୁରୋ: ବଦଳିଛି ଓଡ଼ିଶା ରାଜନୀତିର ଦୃଶ୍ୟପଟ୍ଟ। ରାଜ୍ୟର ଶାସନ ଭାର ନେଇଛି ବିଜେପି ସରକାର। ମୋହନ ସରକାର ଶାସନ ଗାଦିରେ ବସିବା ପରେ ଗତକାଲିଠୁ ଆରମ୍ଭ ହୋଇଛି ପ୍ରଥମ ବିଧାନସଭା ଅଧିବେଶନ। ଶପଥ ଗ୍ରହଣ ସମାରୋହ ଚାଲିଥିବାବେଳେ ଆଜି ବିଜେଡି ବିଧାୟକ ଦଳ ବୈଠକରେ ବଡ଼ ନିଷ୍ପତି ନିଆଯାଇଛି। ବୈଠକରେ ବିରୋଧୀ ଦଳ ନେତା ଭାବେ ନବୀନ ପଟ୍ଟନାୟକ ନିର୍ବାଚିତ ହୋଇଛନ୍ତି। ସେହିଭଳି ବିରୋଧୀଦଳ ଉପନେତା ଭାବେ ପ୍ରସନ୍ନ ଆଚାର୍ଯ୍ୟ, ମୁଖ୍ୟ ସଚେତକ ଭାବେ ପ୍ରମିଳା ମଲ୍ଲିକ, ଉପମୁଖ୍ୟ ସଚେତକ ପ୍ରତାପ ଦେବଙ୍କୁ ଚୟନ କରାଯାଇଛି।

Leave A Reply

Your email address will not be published.