Odisha Link
Bridging the Missing Links in Odisha
Daily Archives

June 21, 2024

ପୁଣି ଅଡୁଆରେ କେଜ୍ରିୱାଲ, ଜାମିନ୍‌ରେ…

ଓଏଲ୍‌ ବ୍ୟୁରୋ: ପୁଣି ଅଡୁଆରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଅରବିନ୍ଦ କେଜରିୱାଲଙ୍କୁ ଗତକାଲି ତଳ କୋର୍ଟ ଜାମିନ ପ୍ରଦାନ କରିଥିବା ବେଳେ ଆଜି ହାଇକୋର୍ଟ ଏହା ଉପରେ ରୋକ ଲଗାଇଛି। ମାମଲାର ଶୁଣାଣି ପର୍ଯ୍ୟନ୍ତ ହାଇକୋର୍ଟ ଏହି ଜାମିନ ପ୍ରଦାନ ନିଷ୍ପତ୍ତି…

ଋଷଭ ପନ୍ତଙ୍କ ବିଶ୍ବ ରେକର୍ଡ,…

ଓଏଲ୍‌ ବ୍ୟୁରୋ: ଟିମ୍‌ ଇଣ୍ଡିଆର ଓ୍ବିକେଟ କିପର ବ୍ୟାଟସମ୍ୟାନ୍‌ ଋଷଭ ପନ୍ତଙ୍କ ବିଶ୍ବ ରେକର୍ଡ। ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଓ୍ବିକେଟ କିପର ବ୍ୟାଟସମ୍ୟାନ୍‌ ଆଦାମ୍‌ ଗିଲିଖ୍ରୀଷ୍ଟଙ୍କୁ ପଛରେ ପକାଇ ବିଶ୍ବ ରେକର୍ଡ ନିଜ ନାମରେ କରିଛନ୍ତି ପନ୍ତ। ଓ୍ବିକେଟ ପଛରେ କମାଲ କରି ବିଶ୍ବ ରେକର୍ଡର ଅଧିକାରୀ…

୨୪ ଜିଲ୍ଲାକୁ ଛୁଇଁଲା ମୌସୁମୀ, ବଢ଼ିବ…

ଓଏଲ୍‌ ବ୍ୟୁରୋ: ତାତିରୁ ମିଳିଲା ତ୍ରାହି। ଅତ୍ୟଧିକ ତାପମାତ୍ରାରେ ଅତିଷ୍ଟ ହୋଇପଡିଥିବା ରାଜ୍ୟର ଅନେକ ଅଂଚଳରେ ବର୍ଷା ହୋଇଛି। ପାଖାପାଖି ୨୪ ଜିଲ୍ଲାରେ ମୌସୁମୀ ବାୟୁ ଅଗ୍ରସର ହେଉଛି। ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ କହିଲା ପାଣିପାଗ କେନ୍ଦ୍ର। କିଛି ଦିନର ଲୁଚକାଳି ଖେଳ ପରେ ଓଡ଼ିଶାରେ ଆଗକୁ…

ରାସ୍ତା ପାଇଁ ଆନ୍ଦୋଳନ, ୧୪୪ ଧାରା ଜାରି…

ଓଏଲ୍‌ ବ୍ୟୁରୋ: ରାସ୍ତା ପାଇଁ ୩ ଦିନ ହେଲା ଗ୍ରାମବାସୀ ପ୍ରତିବାଦ କରୁଛନ୍ତି। ହିନ୍ଦୋଳ ବିଜ୍ଞାପିତ ଅଞ୍ଚଳ ୧୫ ନମ୍ବର ୱାର୍ଡର ଶତାଧିକ ମହିଳା ଓ ପୁରୁଷ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ ଜାରି ରଖିଛନ୍ତି। ୧୯ ତାରିଖ ଠାରୁ ଦିନ ରାତି ଏହି ଆନ୍ଦୋଳନ ଜାରି ରଖିଛନ୍ତିି। ୧୫ ନମ୍ବର…

ବିଦ୍ୟୁତ୍ କାର୍ଯ୍ୟାଳୟରେ ଭଙ୍ଗାରୁଜା,…

ଓଏଲ୍‌ ବ୍ୟୁରୋ: ପିପିଲି ବିଦ୍ୟୁତ୍ କାର୍ଯ୍ୟାଳୟରେ ଭଙ୍ଗାରୁଜା ହୋଇଥିବା ଖବର ସାମ୍ନାକୁ ଆସିଛି। ବିଦ୍ୟୁତ୍ କାର୍ଯ୍ୟାଳୟରେ ଭଙ୍ଗାରୁଜା ସହ କନିଷ୍ଠ ଯନ୍ତ୍ରୀଙ୍କୁ ମାଡ଼ ହୋଇଥିବା ଅଭିଯୋଗ ହୋଇଛି। ୧୦ରୁ ୧୫ ଜଣ ଆସି ଭଙ୍ଗାରୁଜା ସହ ମାଡ଼ ମାରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। କାର୍ଯ୍ୟାନୁଷ୍ଠାନ ଦାବି…

ଭାଇ ପାଖରୁ ଟଙ୍କା ନେବାକୁ ଅପହରଣ ନାଟକ,…

ଓଏଲ୍‌ ବ୍ୟୁରୋ: ଅପହରଣ ନା ନିଖୋଜ! ରାଜଧାନୀରୁ ମହିଳାଙ୍କ ଅପରହଣ ହୋଇଥିବା ଖବର ସାମ୍ନାକୁ ଆସିଥିଲା। ହେଲେ ଏ ଅପହରଣ ଅଭିଯୋଗର ବଡ଼ ଖୁଲାସା କରିଛନ୍ତି ପୁଲିସ କମିଶନର ସଞ୍ଜୀବ ପଣ୍ଡା। ରାଜଧାନୀ ଆପାର୍ଟମେଣ୍ଟରୁ ଅପହରଣ ହୋଇଥିବା ମହିଳାଙ୍କୁ ଉଦ୍ଧାର କରିବାରେ ସଫଳ ହୋଇଛି ପୁଲିସ। ଏଥିରେ ସମ୍ପୃକ୍ତ…

୨୦୩୬ ପର୍ଯ୍ୟନ୍ତ ଭାରତୀୟ ହକି ଦଳର…

ଓଏଲ୍‌ ବ୍ୟୁରୋ: ହକି ଇଣ୍ଡିଆକୁ ଆଉ ଏକ ବୁଷ୍ଟର ଡୋଜ ଦେଲେ ଓଡ଼ିଶା ସରକାର। ୨୦୩୬ ପର୍ଯ୍ୟନ୍ତ ହକି ଇଣ୍ଡିଆର ପ୍ରାୟୋଜକ ରହିବ ଓଡ଼ିଶା ଏନେଇ ସୂଚନା ଦେଇଛନ୍ତି ହକି ଇଣ୍ଡିଆର ମହାସଚିବ ଭୋଳା ନାଥ ସିଂହ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିବା ପରେ ଏହି ସୂଚନା ଦେଇଛନ୍ତି ହକି ଇଣ୍ଡିଆର…

ଦୈନିକ ୨ ଘଣ୍ଟା ଲୋକଙ୍କ ଅଭିଯୋଗ ଶୁଣିବେ…

ଓଏଲ୍‌ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଆଜିଠାରୁ ଏହି ଅଭିଯୋଗ ଶୁଣାଣି ଆରମ୍ଭ ହେବ। ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟା ଠାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ଶୁଣିବେ ଏବଂ ଅଭିଯୋଗ ପତ୍ର ଗ୍ରହଣ କରି…

ବଢ଼ିଲା ସୁନା ଦର, କେତେ ରହିଛି ଜାଣନ୍ତୁ

ଓଏଲ୍‌ ବ୍ୟୁରୋ: ହୁ ହୁ ହୋଇ ବଢ଼ି ଚାଲିଛି ସୁନା ଦର। ଅନ୍ୟପଟେ ସାମାନ୍ୟ ତଳକୁ ଖସିଛି ରୂପା ଦର। ଜୁନ୍ ୨୧ରେ ୧୦ ଗ୍ରାମ୍ ସୁନାର ମୂଲ୍ୟ ପ୍ରାୟ ୭୧,୦୦ ଟଙ୍କା ରହିଛି। ୨୪ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍ ପିଛା ୭୩,୨୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍ ପିଛା ୬୭,୧୫୦ ଟଙ୍କା…

ସ୍ନାନବେଦୀରେ ଭକ୍ତଙ୍କୁ ଦର୍ଶନ ଦେବେ…

ଓଏଲ୍‌ ବ୍ୟୁରୋ: ରାତି ପାହିଲେ ପବିତ୍ର ଦେବସ୍ନାନ ପୂର୍ଣ୍ଣମୀ। ଗଜବେଶରେ ଦର୍ଶନ ଦେବେ ମହାପ୍ରଭୁ। ସ୍ନାନବେଦୀରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ। ଶ୍ରୀକ୍ଷେତ୍ରରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହେବ। ଭକ୍ତଙ୍କ ସୁରକ୍ଷା, ଶୃଙ୍ଖଳିତ ଦର୍ଶନ, ଭିଡ ଓ ଟ୍ରାଫିକ ନିୟନ୍ତ୍ରଣ ପାଇଁ ପୁଲିସ ପ୍ରଶାସନ ପକ୍ଷରୁ…