Odisha Link
Bridging the Missing Links in Odisha

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ସହ କରିବେ ସାକ୍ଷାତ

ଓଏଲ୍‌ ବ୍ୟୁରୋ: ବଦଳିଛି ଓଡ଼ିଶା ରାଜନୀତିର ଦୃଶ୍ୟପଟ। ଓଡ଼ିଶାର ଶାସନଭାର ସମ୍ଭଳିଛି ବିଜେପି ସରକାର। ଏହି କ୍ରମରେ ରାଜ୍ୟରେ ବିଜେପି ସରକାର ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ୨ ଉପ-ମୁଖ୍ୟମନ୍ତ୍ରୀଙ୍କ ସହ ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ। ପ୍ରଧାନମନ୍ତ୍ରୀ ମୋଦି, ଗୃହମନ୍ତ୍ରୀ ଓ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ସାକ୍ଷାତ କରିବେ। ବିଜେପିର କିଛି ଶୀର୍ଷ ନେତୃତ୍ବଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି।

Leave A Reply

Your email address will not be published.