Odisha Link
Bridging the Missing Links in Odisha

ସମ୍ବଲପୁରକୁ ନୋଡାଲ୍ ଜିଲ୍ଲା ଭାବେ ଚୟନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଓଏଲ୍‌ ବ୍ୟୁରୋ: ସମ୍ବଲପୁରକୁ ନୋଡାଲ୍ ଜିଲ୍ଲା ଭାବେ ଚୟନ କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ନିଜ MPLADS କାର୍ଯ୍ୟକ୍ରମ ପାଇଁ ନୋଡାଲ୍ ଜିଲ୍ଲା ଭାବେ ଚୟନ କରିଛନ୍ତି। ସମ୍ବଲପୁର, ଅନୁଗୁଳ, ଦେବଗଡ଼ରେ ବହୁ ଉନ୍ନୟନମୂଳକ କାର୍ଯ୍ୟକ୍ରମ ହେବା ନେଇ ସେ ସମ୍ବଲପୁରକୁ ନୋଡାଲ୍ ଜିଲ୍ଲା ଭାବେ ଚୟନ କରିଛନ୍ତି।

Leave A Reply

Your email address will not be published.