Odisha Link
Bridging the Missing Links in Odisha
Daily Archives

June 26, 2024

ଏକାଠି ନଜର ଆସିଲେ ମୋଦି-ରାହୁଲ, ହସିଲେ ଓ…

ଓଏଲ୍‌ ବ୍ୟୁରୋ: ଭାରତୀୟ ଜନତା ପାର୍ଟି ସାଂସଦ ଓମ୍‌ ବିର୍ଲା ଲଗାତାର ଦ୍ବିତୀୟ ଥର ପାଇଁ ଲୋକସଭା ବାଚସ୍ପତି ଭାବେ ଶପଥ ନେଇଛନ୍ତି। ଏହି ଅବସରରେ ଏକାଠି ନଜର ଆସିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ। ବାଚସ୍ପତି ଆସନ ପର୍ଯ୍ୟନ୍ତ ଦୁଇ ନେତା ବାଚସ୍ପତି ଓମ୍‌…

ସମ୍ବଲପୁରକୁ ନୋଡାଲ୍ ଜିଲ୍ଲା ଭାବେ ଚୟନ…

ଓଏଲ୍‌ ବ୍ୟୁରୋ: ସମ୍ବଲପୁରକୁ ନୋଡାଲ୍ ଜିଲ୍ଲା ଭାବେ ଚୟନ କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ନିଜ MPLADS କାର୍ଯ୍ୟକ୍ରମ ପାଇଁ ନୋଡାଲ୍ ଜିଲ୍ଲା ଭାବେ ଚୟନ କରିଛନ୍ତି। ସମ୍ବଲପୁର, ଅନୁଗୁଳ, ଦେବଗଡ଼ରେ ବହୁ…

ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌…

ଓଏଲ୍‌ ବ୍ୟୁରୋ: ସ୍ୱାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭାରେ ବାଚସ୍ପତି ନିର୍ବାଚନ ହୋଇଛି। ଏନଡିଏ ପ୍ରାର୍ଥୀ ଭାବେ ଓମ୍‌ ବିର୍ଲା ନାମାଙ୍କନ ଭରିଥିବା ବେଳେ ଇଣ୍ଡିଆ ମେଣ୍ଟ ପକ୍ଷରୁ ନାମାଙ୍କନ ଭରିଥିଲେ କେ.ସୁରେଶ। ୧୯୪୬ ମସିହା ପରେ ପ୍ରଥମ ଥର ପାଇଁ ବାଚସ୍ପତି ନିର୍ବାଚନ ହୋଇଥିବାବେଳେ ଦ୍ୱିତୀୟ ଥର…

ଜେଲ୍‌ରେ ରହିବେ କେଜ୍ରିୱାଲ, ଔପଚାରିକ…

ଓଏଲ୍‌ ବ୍ୟୁରୋ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଗିରଫ ହୋଇଥିବା ଜଣା ପଡିଛି। ମଦ ଦୁର୍ନୀତି ମାମଲାରେ ଔପଚାରିକ ଭାବେ ସିବିଆଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଗିରଫ କରିଛି। ସୁପ୍ରିମକୋର୍ଟରେ ଜାମିନ ଆବେଦନର ଶୁଣାଣି ପୂର୍ବରୁ ଗିରଫ ହୋଇଛନ୍ତି। ଏବେ ସେ ତିହାର ଜେଲ୍‌ରେ ରହିବେ…

ଆଗେଇ ଚାଲିଛି ରଥ ନିର୍ମାଣ କାର୍ଯ୍ୟ,…

ଓଏଲ୍‌ ବ୍ୟୁରୋ: ଜୁଲାଇ ୭ ତାରିଖରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ସବୁଠୁ ବଡ଼ କଥା ହେଲା ଚଳିତବର୍ଷ ୧୫ ଦିନ ବଦଳରେ ୧୩ ଦିନ ଅଣସର ନୀତି ଅନୁଷ୍ଠିତ ହେବ। ଅର୍ଥାତ୍‌ ୫୩ ବର୍ଷ ପରେ ଗୋଟିଏ ଦିନରେ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା ଅନୁଷ୍ଠିତ ହେବ। ୧୯୭୧…

ଜୁଲାଇ ପହିଲାରୁ ଦେଶରେ ଲାଗୁ ହେବ…

ଓଏଲ୍‌ ବ୍ୟୁରୋ: ଭାରତୀୟ ନ୍ୟାୟ ବ୍ୟବସ୍ଥାରେ ସଂସ୍କାର ଆଣିବା ପାଇଁ ଜୁଲାଇ ୧ ତାରିଖରୁ ଲାଗୁ ହେବାକୁ ଯାଉଛି ୩ଟି ନୂଆ ଫୌଜଦାରୀ ଆଇନ। ବ୍ରିଟିଶ ଅମଳର ଆଇପିସି, ସିଆରପିସି ଏବଂ ଭାରତୀୟ ପ୍ରମାଣ ଆଇନ ବଦଳରେ ଏହି ନୂଆ ଆଇନ ଲାଗୁ ହେବ। ଭାରତୀୟ ନାଗରିକ ସୁରକ୍ଷା ସଂହିତା ୨୦୨୩, ଭାରତୀୟ ନ୍ୟାୟ ସଂହିତା…

୫୬ ବର୍ଷରେ ପାଦ ଥାପିଲେ କେନ୍ଦ୍ରମନ୍ତ୍ରୀ…

ଓଏଲ୍‌ ବ୍ୟୁରୋ: ଆଜି ହେଉଛି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନ। ସେ ଆଜି ୫୬ ବର୍ଷରେ ପଦାର୍ପଣ କରିଛନ୍ତି। ଧର୍ମେନ୍ଦ୍ର ୧୯୬୯ ମସିହା ଜୁନ ୨୬ ତାରିଖରେ ଅନୁଗୁଳ ଜିଲ୍ଲାର ତାଳଚେର ସହରରେ ଜନ୍ମ ଗ୍ରହଣ କରିଥିଲେ। ସେ ପୂର୍ବତନ ହେଭିୱେଟ ବିଜେପି ନେତା ତଥା ପୂର୍ବତନ ସାଂସଦ ଦେବେନ୍ଦ୍ର…

ଦ୍ୱିତୀୟ ଥର ପାଇଁ ଲୋକସଭା ବାଚସ୍ପତି…

ଓଏଲ୍‌ ବ୍ୟୁରୋ: ସ୍ୱାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭାରେ ବାଚସ୍ପତି ନିର୍ବାଚନ ହୋଇଛି। ଏନଡିଏ ପ୍ରାର୍ଥୀ ଭାବେ ଓମ୍‌ ବିର୍ଲା ନାମାଙ୍କନ ଭରିଥିବା ବେଳେ ଇଣ୍ଡିଆ ମେଣ୍ଟ ପକ୍ଷରୁ ନାମାଙ୍କନ ଭରିଥିଲେ କେ.ସୁରେଶ। ୧୯୪୬ ମସିହା ପରେ ପ୍ରଥମ ଥର ପାଇଁ ବାଚସ୍ପତି ନିର୍ବାଚନ ହୋଇଥିବାବେଳେ ଦ୍ୱିତୀୟ ଥର…

ରତ୍ନଭଣ୍ଡାର ମରାମତି ନେଇ ସୁଦର୍ଶନଙ୍କ…

ଓଏଲ୍‌ ବ୍ୟୁରୋ: ରତ୍ନଭଣ୍ଡାର ମରାମତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ସୁଦର୍ଶନ ପଟ୍ଟନାୟକ ଚିଠି ଲେଖିଛନ୍ତି। ପରିଚାଳନା କମିଟି ସଦସ୍ୟ ସୁଦର୍ଶନ ପଟ୍ଟନାୟକ ଏଏସଆଇକୁ ମରାମତି ପାଇଁ ନିର୍ଦେଶ ଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ଲେଜର ସ୍କାନିଂ ରିପୋର୍ଟରେ ଭିତର ରତ୍ନଭଣ୍ଡାର କାନ୍ଥରେ ଫାଟ ଥିବା…

ରାହୁଲ ଗାନ୍ଧୀଙ୍କୁ ଗୁରୁ ଦାୟିତ୍ବ,…

ଓଏଲ୍‌ ବ୍ୟୁରୋ: ପ୍ରଥମ ଥର ପାଇଁ ଲୋକସଭାରେ ବିରୋଧୀ ଦଳ ନେତା ଭାବେ ନିର୍ବାଚିତ ହୋଇଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ। ଏନେଇ କଂଗ୍ରେସ ପକ୍ଷରୁ ଘୋଷଣା କରାଯାଇଛି। ଏନେଇ କଂଗ୍ରେସ ସଂସଦୀୟ କମିଟି ଅଧ୍ୟକ୍ଷ ସୋନିଆ ଗାନ୍ଧୀ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି।…