Odisha Link
Bridging the Missing Links in Odisha
Daily Archives

June 28, 2024

ରଥଯାତ୍ରା ସମୟରେ ଭକ୍ତଙ୍କ ପାଇଁ…

ଓଏଲ୍‌ ବ୍ୟୁରୋ: ଜୁଲାଇ ୭ ତାରିଖରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ସବୁଠୁ ବଡ଼ କଥା ହେଲା ଚଳିତବର୍ଷ ୧୫ ଦିନ ବଦଳରେ ୧୩ ଦିନ ଅଣସର ନୀତି ଅନୁଷ୍ଠିତ ହେବ। ଅର୍ଥାତ୍‌ ୫୩ ବର୍ଷ ପରେ ଗୋଟିଏ ଦିନରେ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା ଅନୁଷ୍ଠିତ ହେବ। ୧୯୭୧…

ପ୍ରଦୀପ ଜେନାଙ୍କୁ ସରକାରୀ ଚାକିରିରୁ…

ଓଏଲ୍‌ ବ୍ୟୁରୋ: ଓଡ଼ିଶାକୁ ମିଳିଲେ ନୂଆ ମୁଖ୍ୟ ଶାସନ ସଚିବ। ମନୋଜ ଆହୁଜା ହେଲେ ଓଡ଼ିଶାର ନୂଆ ମୁଖ୍ୟ ଶାସନ ସଚିବ। ୧୯୯୦ ବ୍ୟାଚ୍‌ ଆଇଏଏସ୍‌ ଅଫିସର ମନୋଜ ଆହୁଜାଙ୍କୁ ନିଯୁକ୍ତି ମିଳିଛି। ଏନେଇ ଜିଏ ପକ୍ଷରୁ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ ପାଇଛି। ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ। ସେ କେନ୍ଦ୍ର…

ବିକ୍ରମ ମିଶ୍ରି ହେବେ ଭାରତର ନୂଆ…

ଓଏଲ୍‌ ବ୍ୟୁରୋ: ବିକ୍ରମ ମିଶ୍ରି ହେବେ ଭାରତର ନୂଆ ବୈଦେଶିକ ସଚିବ। ମିଶ୍ରିଙ୍କ ନିଯୁକ୍ତିକୁ ମଂଜୁରୀ ଦେଲା କ୍ୟାବିନେଟ କମିଟି। ଏବେ ଜାତୀୟ ସୁରକ୍ଷା ଉପ-ପରାମର୍ଶଦାତା ଅଛନ୍ତି ମିଶ୍ରି। ମିଶ୍ରି ଜୁଲାଇ ୧୫ରୁ ବୈଦେଶିକ ସଚିବ ଭାବେ ଦାୟିତ୍ବ ନେବେ।

ଓଡ଼ିଶାର ନୂଆ ମୁଖ୍ୟ ଶାସନ ସଚିବ ମନୋଜ…

ଓଏଲ୍‌ ବ୍ୟୁରୋ: ଓଡ଼ିଶାକୁ ମିଳିଲେ ନୂଆ ମୁଖ୍ୟ ଶାସନ ସଚିବ। ମନୋଜ ଆହୁଜା ହେଲେ ଓଡ଼ିଶାର ନୂଆ ମୁଖ୍ୟ ଶାସନ ସଚିବ। ୧୯୯୦ ବ୍ୟାଚ୍‌ ଆଇଏଏସ୍‌ ଅଫିସର ମନୋଜ ଆହୁଜାଙ୍କୁ ନିଯୁକ୍ତି ମିଳିଛି। ଏନେଇ ଜିଏ ପକ୍ଷରୁ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ ପାଇଛି।ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ। ସେ କେନ୍ଦ୍ର…

ଜୁଲାଇ ୨ରେ ହେବ ରଥଯାତ୍ରା ତୃତୀୟ ସମନ୍ବୟ…

ଓଏଲ୍‌ ବ୍ୟୁରୋ: ପୁରୀ ଗସ୍ତରେ ଆସି ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ସମୀକ୍ଷା କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ଆଜି ପୂର୍ବାହ୍ନରେ ଆଇନ ମନ୍ତ୍ରୀ ପୁରୀ ଗସ୍ତରେ ଆସି ସର୍କିଟ ହାଉସ ଠାରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଏସପି ପିନାକ ମିଶ୍ରଙ୍କ ସହ ବରିଷ୍ଠ ଅଧିକାରୀଙ୍କ ସହ…

ଟେଷ୍ଟ ମ୍ୟାଚରେ ଇତିହାସ ରଚିଲେ…

ଓଏଲ୍‌ ବ୍ୟୁରୋ: ଟେଷ୍ଟ କ୍ରିକେଟରେ ଇତିହାସ ରଚିଲେ ଭାରତୀୟ ମହିଳା କ୍ରିକେଟ ଦଳର ଦୁଇ ଷ୍ଟାର ଖେଳାଳି ସ୍ମୃତି ମାନ୍ଧନା ଓ ଶେଫାଳି ବର୍ମା। ଭାରତ ଓ ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ ଟିମ୍‌ ମଧ୍ୟରେ ଟେଷ୍ଟ ମ୍ୟାଚ୍‌ ଆରମ୍ଭ ହୋଇଛି। ଭାରତୀୟ ମହିଳା ଦଳ ପ୍ରଥମେ ଟସ୍‌ ଜିତି ବ୍ୟାଟିଂ କରିବାର ନିଷ୍ପତ୍ତି…

ରେଳମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ…

ଓଏଲ୍‌ ବ୍ୟୁରୋ: ତିନିଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ୨ ଉପମୁଖ୍ୟମନ୍ତ୍ରୀ। ଦିଲ୍ଲୀ ଗସ୍ତର ଆଜି ତୃତୀୟ ଦିନରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ୨ ଉପମୁଖ୍ୟମନ୍ତ୍ରୀ। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ…

ପୁଣି ମୁଣ୍ଡ ଟେକିଲାଣି ଡେଙ୍ଗୁ,…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମୌସୁମୀ ବର୍ଷାରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର କହିଛନ୍ତି, ରାଜ୍ୟରେ ଡେଙ୍ଗୁ ସ୍ଥିତି ଉଦବେଗଜନକ। ଡେଙ୍ଗୁ ସ୍ଥିତି ଗତବର୍ଷ ତୁଳନାରେ ଦୁଇ ଗୁଣା ବୃଦ୍ଧି ପାଇଛି।…

ପୁରୀରୁ କୋଣାର୍କକୁ ଗଡ଼ିବ ଟ୍ରେନ,…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଆରମ୍ଭ ହୋଇଛି ନୂଆ ସରକାର ନୂଆ ଯୋଜନା। ଅନେକ ଗୁଡ଼ିଏ ନୂଆ ଯୋଜନା ମଧ୍ୟରେ ରେଳ ଯୋଗାଯୋଗକୁ ନେଇ ସମସ୍ତଙ୍କ ମନରେ ଆଶା ଓ ଆକାଂକ୍ଷା ରହିଛି। ବିଭିନ୍ନ ସ୍ଥାନରେ ରେଳ ଯୋଗାଯୋଗ ଆରମ୍ଭ ହେବାକୁ ନେଇ ଲୋକଙ୍କ ମନରେ ଆଶଙ୍କା ରହିଥିବାବେଳେ ପୁରୀରୁ କୋଣାର୍କ ପର୍ଯ୍ୟନ୍ତ ରେଳପଥ ଯୋଜନା…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ,…

ଓଏଲ୍‌ ବ୍ୟୁରୋ: ତାତି ଓ ଅସହ୍ୟ ଗୁଳୁଗୁଳିରୁ ମିଳିଛି ଆଶ୍ବସ୍ତି। ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବାବେଳେ ଆଗାମୀ ୩ ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…