Odisha Link
Bridging the Missing Links in Odisha
Monthly Archives

June 2024

ଟେଷ୍ଟ ମ୍ୟାଚରେ ଇତିହାସ ରଚିଲେ…

ଓଏଲ୍‌ ବ୍ୟୁରୋ: ଟେଷ୍ଟ କ୍ରିକେଟରେ ଇତିହାସ ରଚିଲେ ଭାରତୀୟ ମହିଳା କ୍ରିକେଟ ଦଳର ଦୁଇ ଷ୍ଟାର ଖେଳାଳି ସ୍ମୃତି ମାନ୍ଧନା ଓ ଶେଫାଳି ବର୍ମା। ଭାରତ ଓ ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ ଟିମ୍‌ ମଧ୍ୟରେ ଟେଷ୍ଟ ମ୍ୟାଚ୍‌ ଆରମ୍ଭ ହୋଇଛି। ଭାରତୀୟ ମହିଳା ଦଳ ପ୍ରଥମେ ଟସ୍‌ ଜିତି ବ୍ୟାଟିଂ କରିବାର ନିଷ୍ପତ୍ତି…

ରେଳମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ…

ଓଏଲ୍‌ ବ୍ୟୁରୋ: ତିନିଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ୨ ଉପମୁଖ୍ୟମନ୍ତ୍ରୀ। ଦିଲ୍ଲୀ ଗସ୍ତର ଆଜି ତୃତୀୟ ଦିନରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ୨ ଉପମୁଖ୍ୟମନ୍ତ୍ରୀ। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ…

ପୁଣି ମୁଣ୍ଡ ଟେକିଲାଣି ଡେଙ୍ଗୁ,…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମୌସୁମୀ ବର୍ଷାରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର କହିଛନ୍ତି, ରାଜ୍ୟରେ ଡେଙ୍ଗୁ ସ୍ଥିତି ଉଦବେଗଜନକ। ଡେଙ୍ଗୁ ସ୍ଥିତି ଗତବର୍ଷ ତୁଳନାରେ ଦୁଇ ଗୁଣା ବୃଦ୍ଧି ପାଇଛି।…

ପୁରୀରୁ କୋଣାର୍କକୁ ଗଡ଼ିବ ଟ୍ରେନ,…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଆରମ୍ଭ ହୋଇଛି ନୂଆ ସରକାର ନୂଆ ଯୋଜନା। ଅନେକ ଗୁଡ଼ିଏ ନୂଆ ଯୋଜନା ମଧ୍ୟରେ ରେଳ ଯୋଗାଯୋଗକୁ ନେଇ ସମସ୍ତଙ୍କ ମନରେ ଆଶା ଓ ଆକାଂକ୍ଷା ରହିଛି। ବିଭିନ୍ନ ସ୍ଥାନରେ ରେଳ ଯୋଗାଯୋଗ ଆରମ୍ଭ ହେବାକୁ ନେଇ ଲୋକଙ୍କ ମନରେ ଆଶଙ୍କା ରହିଥିବାବେଳେ ପୁରୀରୁ କୋଣାର୍କ ପର୍ଯ୍ୟନ୍ତ ରେଳପଥ ଯୋଜନା…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ,…

ଓଏଲ୍‌ ବ୍ୟୁରୋ: ତାତି ଓ ଅସହ୍ୟ ଗୁଳୁଗୁଳିରୁ ମିଳିଛି ଆଶ୍ବସ୍ତି। ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବାବେଳେ ଆଗାମୀ ୩ ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

କେବେ କାର୍ଯ୍ୟକାରୀ ହେବ ସୁଭଦ୍ରା ଯୋଜନା?…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଆରମ୍ଭ ହୋଇଛି ନୂଆ ସରକାର ନୂଆ ଯୋଜନା। ଅନେକ ଗୁଡ଼ିଏ ନୂଆ ଯୋଜନା ମଧ୍ୟରେ ସବୁଠୁ ଚର୍ଚ୍ଚାରେ ରହିଛି ସୁଭଦ୍ରା ଯୋଜନା। ଏହି ଯୋଜନା ମାଧ୍ୟମରେ ରାଜ୍ୟରେ ଉପଯୁକ୍ତ ହିତାଧିକାରୀ ମହିଳା ମାନଙ୍କୁ ମିଳିବ ୫୦ ଜହାର ଟଙ୍କାର ସହାୟତା ରାଶି। ଯେଉଁ ଟଙ୍କାକୁ ବ୍ୟବହାର କରି ସେମାନେ…

କେଉଁଠି ଅଛନ୍ତି ଆଇପିଏସ୍ ଆଶିଷ ସିଂ?…

ଓଏଲ୍‌ ବ୍ୟୁରୋ: ନିର୍ବାଚନ ସମୟରେ ଅସୁସ୍ଥତା କାରଣ ଦର୍ଶାଇ ଛୁଟିରେ ଯାଇଥିବା ଆଶିଷ ସିଂଙ୍କୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିବାବେଳେ ଡିଜି ଅରୁଣ ଷଡ଼ଙ୍ଗୀ ସ୍ପଷ୍ଟୀକରଣ ରଖିଛନ୍ତି। ଗତ ୩ରୁ ସେ କାମରେ ଯୋଗ ଦେଇଥିବା ସେ କହିଛନ୍ତି। ଏନେଇ ଗୃହ ବିଭାଗ ସ୍ପଷ୍ଟୀକରଣ ଦେଇଥିବା କହିଛନ୍ତି। ଅନ୍ୟପଟେ, ଆଶିଷ…

ଗୋଟିଏ ମ୍ୟାଚରେ ରୋହିତଙ୍କ ୪ଟି ଦମଦାର…

ଓଏଲ୍‌ ବ୍ୟୁରୋ: ଟି-୨୦ ବିଶ୍ବକପ୍‌ ଫାଇନାଲରେ ଟିମ୍‌ ଇଣ୍ଡିଆ। ତୃତୀୟ ଥର ପାଇଁ ଟି-୨୦ ବିଶ୍ବକପ୍‌ ଫାଇନାଲରେ ପ୍ରବେଶ କଲା ଭାରତ। ଚଳିତ ବିଶ୍ବକପ୍‌ର ୨ୟ ସେମି ଫାଇନାଲ ମୁକାବିଲାରେ ଇଂଲଣ୍ଡ ଦଳକୁ ୬୮ ରନ୍‌ରେ ହରାଇଛି ଭାରତ। ଏଥିସହିତ ଅଧିନାୟକ ଭାବେ ୪୯ ତମ ମ୍ୟାଚ ଜିତି ଦୁନିଆର ସଫଳ ଟି-୨୦ ଅଧିନାୟକ…

ସଂସଦରେ ନିଟ୍ ବିବାଦ: ସୋମବାର ଦିନ ୧୧ଟା…

ଓଏଲ୍‌ ବ୍ୟୁରୋ: ସାରା ଦେଶରେ ଲାଗି ରହିଛି ନିଟ୍‌ ପରୀକ୍ଷା ବିବାଦ। ସାରା ଦେଶରେ ଜୋରଦାର ବିରୋଧ ଜାରି ରହିଥିବା ବେଳେ ସଂସଦରେ ନିଟ୍ ଝଡ଼ ଦେଖିବାକୁ ମିଳିଛି। ସାରା ଦେଶରେ ନିଟ୍ ବିବାଦ ଲାଗିଥିବାବେଳେ ସଂସଦରେ ବିରୋଧୀ ସଦସ୍ୟ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ନିଟ୍ ପ୍ରସଙ୍ଗରେ ବିରୋଧୀଙ୍କ ହୋହଲ୍ଲା ପରେ…

ଜଳମଗ୍ନ ରାଜଧାନୀ, ଆଜି ବସିବ ଜରୁରୀକାଳୀନ…

ଓଏଲ୍‌ ବ୍ୟୁରୋ: ଦିଲ୍ଲୀରେ ବର୍ଷାର ବିତ୍ପାତ। ଶୁକ୍ରବାର ଭୋର ସାଢେ ୫ଟା ମଧ୍ୟରେ ଦିଲ୍ଲୀରେ ୧୫୦ ମିଲିମିଟର ବର୍ଷା ରେକର୍ଡ ହୋଇଛି। ୩ ଘଣ୍ଟା ମଧ୍ୟରେ ଏହି ବର୍ଷା ରେକର୍ଡ ହୋଇଛି। ଚଳିତ ବର୍ଷର ସବୁଠାରୁ ଏହା ଅଧିକ ବର୍ଷା। ତେଣୁ ରାଜଧାନୀର ବିଭିନ୍ନ ସ୍ଥାନରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି। ଗତ…