ହାଜତରୁ ମୁକୁଳିବେ ହେମନ୍ତ, ୫ ମାସ ପରେ…
ଓଏଲ୍ ବ୍ୟୁରୋ: ଜମି ଦୁର୍ନୀତି ମାମଲାରେ ହେମନ୍ତ ସୋରେନଙ୍କୁ ଗିରଫ କରାଯାଇଥିଲା। ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ଙ୍କୁ ଜାମିନ ମିଳିଥିବା ଜଣା ପଡିଛି। ଜମି ଦୁର୍ନୀତି ମାମଲାରେ ଜାମିନ୍ ଦେଲେ ଝାଡ଼ଖଣ୍ଡ ହାଇକୋର୍ଟ। ଜମି ଦୁର୍ନୀତି ମାମଲାରେ ହେମନ୍ତ ସୋରେନଙ୍କୁ ଦୀର୍ଘ ୫ ଘଣ୍ଟାରୁ…